ଏହି ଅଭିନେତ୍ରୀଙ୍କ ସେକ୍ସ ର଼୍ୟାକେଟରେ ଯୋଡି ହୋଇଥିଲା ନାଁ : ଆପତ୍ତିଜନକ ଅବସ୍ଥାରେ ଗିରଫ କରିଥିଲା ପୋଲିସ

ଓଜନ ହ୍ରାସ ପାଇଁ କ’ଣ ଠିକ୍‌ ପଦକ୍ଷେପ ତାହା କେତେକ ଲୋକ ଜାଣନ୍ତି ନାହିଁ। ଯଦି କେହି ସଂପୂର୍ଣ୍ଣ ମଦ୍ୟପାନ ଛାଡିଦିଅନ୍ତି, ତେବେ କେତେକ ଯୋଗ କରି ଓଜନ ହ୍ରାସ କରିବାକୁ ଚେଷ୍ଟା କରନ୍ତି। କିନ୍ତୁ ଅନେକ ଲୋକ ବିଶେଷକରି ଅଭିନେତ୍ରୀମାନେ କେଟୋ ଡାଏଟ କରି ଓଜନ ହ୍ରାସ କରିବାକୁ ଚେଷ୍ଟା କରନ୍ତି। ଏପରି ଜଣେ ଅଭିନେତ୍ରୀଙ୍କ ବିଷୟରେ ଜାଣନ୍ତୁୁ, ଯିଏ କେଟୋ ଡାଏଟ ଯୋଗୁ ମୃତ୍ୟୁବରଣ କରିଥିଲେ ।

କେଟୋ ଡାଏଟ ଉଚ୍ଚ ଚର୍ବିଯୁକ୍ତ ଖାଦ୍ୟ । ଏହି ଖାଦ୍ୟରେ ଶରୀର ଶକ୍ତି ପାଇଁ ଚର୍ବି ଉପରେ ନିର୍ଭର କରେ । ଏଥିରେ କାର୍ବୋହାଇଡ୍ରେଟ ଗୁଡିକ ବହୁତ କମ ଏବଂ ପ୍ରୋଟିନ ନିୟନ୍ତ୍ରିତ ପରିମାଣରେ ଦିଆଯାଏ।

ବଲିଉଡ ଏବଂ ବଙ୍ଗୀୟ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କ ୨୭ ବର୍ଷ ବୟସରେ ଦେହାନ୍ତ ହୋଇଥିଲା। ସେ ଦୀର୍ଘ ସମୟ ଧରି କିଡ୍‌ନୀ ସମସ୍ୟା ସହ ସଂଘର୍ଷ କରିଆସୁଥିଲେ। କିଡନୀ ଫେଲ ହେତୁ ତାଙ୍କର ମୃତ୍ୟୁ ଘଟିଥିଲା। କିଡ୍‌ନୀ ବିଫଳ ହେବାର କାରଣ କେଟୋ ଡାଏଟ ବୋଲି ଦର୍ଶାଯାଇଥିଲା। ତାଙ୍କ ପ୍ରକୃତ ନାମ ଥିଲା ଇନ୍ଦ୍ରାଣୀ ଚକ୍ରବର୍ତ୍ତୀ । ମିଷ୍ଟି ୨୦୧୪ରେ ଏକ ସେକ୍ସ ର଼୍ୟାକେଟ ଚଳାଇଥିବା ଅଭିଯୋଗ ହୋଇଥିଲା। ତାଙ୍କ ଘରୁ ଅନେକ ଲିଡ ଏବଂ ଭିଡିଓ ଟେପ୍‌ ମିଳିଥିଲା। ତାଙ୍କ ଘରେ ଚଢ଼ାଉ ହୋଇଥିଲା। ଏପରିକି ପୋଲିସ ତାଙ୍କୁ ଆପତ୍ତିଜନକ ଅବସ୍ଥାରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri