ଅଙ୍ଗରକ୍ଷୀଙ୍କୁ ମୋଟା ଅଙ୍କର ଦରମା ଦେଇଥାନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ହେଉ କି ହଲିଉଡ୍‌ ଇଣ୍ଡଷ୍ଟ୍ରିରେ ସେଲିବ୍ରିଟି ହେବା ବଡ଼ କଥା। ପ୍ରତ୍ୟେକ ଜିନିଷର ଦାମ୍‌ ଜଣେ ଷ୍ଟାରଙ୍କୁ ହିଁ ନିର୍ଣ୍ଣୟ କରିବାକୁ ପଡ଼ିଥାଏ। ସାଧାରଣତଃ ସେଲିବ୍ରିଟିମାନଙ୍କର ଲକ୍ଷାଧିକ ପ୍ରଶଂସକ। ଏହି କାରଣରୁ ବାହାରକୁ ବାହାରିବା ତାଙ୍କ ପାଇଁ କଷ୍ଟକର ହୋଇପଡ଼େ। ଏଣୁ ସେଲିବ୍ରିଟିମାନେ ନିଜର ସୁରକ୍ଷା ଏବଂ ପ୍ରଶଂସକଙ୍କଠାରୁ ନିସ୍ତାର ପାଇବା ପାଇଁ ବଡିଗାର୍ଡ ବା ଅଙ୍ଗରକ୍ଷୀଙ୍କ ସାହାଯ୍ୟ ନେଇଥାନ୍ତି। ଏଥିପାଇଁ ସେଲିବ୍ରିଟିମାନେ ମୋଟା ଅଙ୍କର ଅର୍ଥ ବ୍ୟୟ କରିଥାନ୍ତି।

ଏମିତି ଜଣେ ହଲିଉଡ୍‌ ଅଭିନେତ୍ରୀ ହେଉଛନ୍ତି ରିହାନା। ଆମେରିକାର ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିରେ ତାଙ୍କର ବହୁତ ନାଁ ରହିଛି। ସେ ଯେତେବେଳେ ବି ବାହାରକୁ ବାହାରନ୍ତି ତାଙ୍କ ଚତୁଃପାର୍ଶ୍ୱରେ ସୁରକ୍ଷାକର୍ମୀ ଦଳ ରହିଥାନ୍ତି। ରିହାନା ତାଙ୍କ ଅଙ୍ଗରକ୍ଷୀଙ୍କ ପାଇଁ ବର୍ଷକୁ ୫୦୦,୦୦୦ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୩ କୋଟି ୬୩ ଲକ୍ଷ ୪୪ ହଜାର ୬୨୫ ଟଙ୍କା ଖର୍ଚ୍ଚ କରିଥାନ୍ତି।

ସେହିପରି ହଲିଉଡ୍‌ ଅଭିନେତ୍ରୀ ଜେନିଫର ଆନିଷ୍ଟନ୍‌, କାୟଲି ଜେନର, ଜେନିଫର ଲୋପେଜ ପ୍ରମୁଖ ନିଜର ଅଙ୍ଗରକ୍ଷୀଙ୍କୁ ମୋଟା ଅଙ୍କର ଦରମା ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?