ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ‘ଗୀତା ଭାଗବତ’ ଉପହାର ଦେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ ଉର୍ବଶୀ ରୌତେଲା ନିକଟରେ ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ଉର୍ବଶୀ ନେତନ୍ୟାହୁଙ୍କୁ ଭାରତର ଏକ ସ୍ମରଣୀୟ ଉପହାର ଦେଇଥିଲେ। ଉର୍ବଶୀ ନେତନ୍ୟାହୁଙ୍କୁ ହିନ୍ଦୁ ‘ଭଗବତ ଗୀତା’ ପବିତ୍ର ପୁସ୍ତକ ଉପହାର ଦେଇଛନ୍ତି। ଉର୍ବଶୀ ସୋସିଆଲ ମିଡିଆରେ ନେତନ୍ୟାହୁଙ୍କ ସାକ୍ଷାତକାରର କିଛି ଫଟୋ ମଧ୍ୟ ଶେୟାର କରିଛନ୍ତି । ଏଥିରେ ସେ ଲେଖିଛନ୍ତି, ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ମୋତେ ଏବଂ ମୋ ପରିବାରକୁ ନିମନ୍ତ୍ରଣ କରିଥିବାରୁ ଧନ୍ୟବାଦ।

ସେ ଆହୁରି ମଧ୍ୟ ଏହି ପୋଷ୍ଟରେ ଲେଖିଛନ୍ତି, ‘ମୋର ଭଗବତ ଗୀତା’। ଯେତେବେଳେ ହୃଦୟରୁ ସଠିକ ବ୍ୟକ୍ତିଙ୍କୁ ସଠିକ ସମୟରେ ଏବଂ ସଠିକ ସ୍ଥାନରେ ଉପହାର ଦିଆଯାଏ, ଏହାର ପ୍ରତିବଦଳରେ ଅନ୍ୟ କିଛି ଆଶା କରାଯାଏ ନାହିଁ, ସେହି ଉପହାରଟି ସର୍ବଦା ଶୁଦ୍ଧ ଅଟେ।” ଏହି ସାକ୍ଷାତ ସମୟରେ ଦୁହେଁ ପରସ୍ପରକୁ ନିଜ ଦେଶର ଜାତୀୟ ଭାଷା ଶିକ୍ଷା ମଧ୍ୟ ଦେଇଥିଲେ। ଉର୍ବଶୀ ମିସ୍‌ ୟୁନିଭର୍ସ ସୁନ୍ଦରୀ ପ୍ରତିଯୋଗିତା ପାଇଁ ଇସ୍ରାଏଲ ଯାଇଥିଲେ। ଏହି ପ୍ରତିଯୋଗିତାରେ ତାଙ୍କୁ ଏକ ଜୁରି ସଦସ୍ୟ ଭାବେ ନିମନ୍ତ୍ରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri