ଫିଲ୍ମ, ରାଜନୀତି ଜଗତକୁ ଅଲବିଦା କହିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଦକ୍ଷିଣ ଅଭିନେତ୍ରୀ ତଥା ଭାରତୀୟ ଜାତୀୟ କଂଗ୍ରେସ ପୂର୍ବତନ ଏମ୍‌ପି ଥିବା ରମ୍ୟା ଉଭୟ ଚଳଚ୍ଚିତ୍ର ଏବଂ ରାଜନୀତିକୁ ଅଲବିଦା କହିଛନ୍ତି। ତାଙ୍କୁ ରାହୁଲ ଗାନ୍ଧୀଙ୍କ ଟିମ୍‌ର ପ୍ରମୁଖ ସଦସ୍ୟ ବୋଲି କୁହାଯାଉଥିଲା। ଏନେଇ ସେ କହିଛନ୍ତି ଯେ ମୁଁ ଭାରତୀୟ ରାଜନୀତିରେ ଏବଂ ଚଳଚ୍ଚିତ୍ର ଜଗତକୁ ଯାହା ଭାବି ଆସିଥିଲି, ତାହା ଘଟିଲା ନାହିଁି।ଅନୁଯାୟୀ ନୁହେଁ। ତେଣୁ ମୁଁ ଏହାରୁ ବିଦାୟ ନେଉଛି ସୋସିଆଲ ମିଡିଆରେ ରମ୍ୟା ଏହି ଘୋଷଣା କରିଛନ୍ତି। ସେ ଦୀର୍ଘ ଦିନ ଧରି କଂଗ୍ରେସ ଦଳର ସୋସିଆଲ ମିଡିଆ ଇନଚାର୍ଜ ଥିଲେ। ବେଙ୍ଗାଲୁରୁରେ ଜନ୍ମ ହୋଇଥିବା ରମ୍ୟା ଓରଫ୍‌ ଦିବ୍ୟା ସ୍ପନ୍ଦାନା କନ୍ନଡ ଫିଲ୍ମରେ ଜଣେ ଚର୍ଚ୍ଚିତ ଅଭିନେତ୍ରୀ। ଏହାସହ ସେ କିଛି ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରରେ ମଧ୍ୟ କାମ କରିଛନ୍ତି। ରମ୍ୟା ପୁନିତ ରାଜକୁମାରଙ୍କ ସହ ୨୦୦୩ରେ କନ୍ନଡ ଚଳଚ୍ଚିତ୍ର ‘ଅଭି’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ। ସେ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଦୁଇଥର କନ୍ନଡ ଫିଲ୍ମଫେୟାର ପୁରସ୍କାର ଜିତିଛନ୍ତି। ୨୦୧୩ରେ କର୍ନାଟକର ମାଣ୍ଡ୍ୟା ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନ ଜିତି ରମ୍ୟା ଭାରତୀୟ ଜାତୀୟ କଂଗ୍ରେସର ଏମ୍‌ପି ହୋଇଥିଲେ। ଏହା ପରେ, ସେ ୨୦୧୪ ସାଧାରଣ ନିର୍ବାଚନରେ ପୁନର୍ବାର ମାଣ୍ଡ୍ୟାରୁ ଲଢି ୫୫୦୦ ଭୋଟରେ ହାରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?