କ୍ୟାରିୟରରେ କରିନାହାନ୍ତି ବୋଲ୍ଡ ସିନ୍‌, ଅସଲ କାରଣ କହିଲେ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ଜଣେ ଅଭିନେତ୍ରୀ ଯିଏ କି ତାଙ୍କ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। କିନ୍ତୁ ସେ ନିଜ କ୍ୟାରିୟରରେ କେବେ ବୋଲ୍ଡ ସିନ୍‌ କରିନାହାନ୍ତି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ଚୁଲ୍‌ବୁଲି କାଜଲ। ଦୀର୍ଘବର୍ଷ ପରେ ସେ ଏକ ବଡ଼ ରହସ୍ୟ ପ୍ରକାଶ କରିଛନ୍ତି।

news 18

କାଜଲ ଯେଉଁଠିକି ଯାଆନ୍ତି ସେଠି ଏକ ନିଆରା ପରିବେଶ ସୃଷ୍ଟି କରନ୍ତି। କୌଣସି ସାକ୍ଷାତକାର ହେଉ କି ଇଭେଣ୍ଟ। ସବୁଠି କାଜଲଙ୍କ ଉପରେ ଥାଏ ସମସ୍ତଙ୍କ ନଜର। ଦୀର୍ଘବର୍ଷ ପରେ କାଜଲ କହିଛନ୍ତି, ସେ ପରଦାରେ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଦୃଶ୍ୟ କରିବା ଠାରୁ ଦୂରେଇ ରୁହନ୍ତି।

୧୯୯୨ରେ ଫିଲ୍ମ ‘ବେଖୁଦି’ ସହିତ ନିଜର କ୍ୟାରିୟର ଆରମ୍ଭ କରିଥିବା କାଜଲ ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ୫୧ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଯାହା ତାଙ୍କୁ ଜଣେ ଦକ୍ଷ ଅଭିନେତ୍ରୀ ବୋଲି ପ୍ରମାଣିତ କରିଛି। କ୍ୟାରିୟରର ଆରମ୍ଭରେ ସେ ନିଜର ସରଳ ଚେହେରା ସହିତ ଲୋକଙ୍କ ହୃଦୟ ଜିତିଥିଲେ।

(फोटो साभार :instagram@kajol)

୯୦ ଦଶକରେ ବି’ ଟାଉନ୍‌ରେ ସେ ହଇଚଇ ସୃଷ୍ଟି କରୁଥିଲେ। ତାଙ୍କର ସମାନ ଷ୍ଟାରଡମ ଆଜି ବି ଜାରି ରହିଛି। ସେ କୁହନ୍ତି, ତାଙ୍କୁ ଲୋକଙ୍କୁ ହସାଇବାକୁ ଭଲ ଲାଗେ। ତେଣୁ ସେ ଲଜ୍ଜାଜନକ ଚରିତ୍ରରେ ଅଭିନୟ କରିବାକୁ ପସନ୍ଦ କରନ୍ତି ନାହିଁ। ଶୁଟିଂ ସମୟରେ ସେ କାଷ୍ଟ ସହିତ କେତେ ମଜା କରନ୍ତି ସେ ବିଷୟରେ ଅନେକ କଥା କହିଛନ୍ତି।

Kajol Durga Puja Look

ସେ କୁହନ୍ତି,ବୋଲ୍ଡ ସିନ୍‌ଠାରୁ ସେ ଦୂରେଇ ରୁହନ୍ତି। ତାଙ୍କକେବଳ ଏତିକି ନୁହେଁ, କାଜଲ ତାଙ୍କର ଅନେକ ସାକ୍ଷାତକାରରେ ମଧ୍ୟ ପ୍ରକାଶ କରିଛନ୍ତି ଯେ, ସେ ନିଜକୁ ବୋଲ୍ଡ ସିନ୍‌ରେ ନିଜକୁ କମ୍ଫର୍ଟ ମନେ କରନ୍ତି ନାହିଁ। ଏହି କାରଣରୁ ସେ ଅନେକ ବ୍ଲକବଷ୍ଟର ଫିଲ୍ମକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଥିମଧ୍ୟରୁ ଗଦର ହେଉଛି ଗୋଟିଏ।


Enter your email to get our daily news in your inbox.

All Right Reserved By Dharitri.Com

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri