ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର ଦୀର୍ଘଦିନର ବଲିଉଡ୍‌ ଯାତ୍ରାରେ ସେ ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି ଏବଂ ସୁପରହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। କେବଳ ସାରିକାଙ୍କ ଫିଲ୍ମ କ୍ୟାରିୟର ନୁହେଁ ତାଙ୍କ ବ୍ୟକ୍ତିଗତ ଜୀବନ ମଧ୍ୟ ଏକ ଫିଲ୍ମ କାହାଣୀଠାରୁ କମ୍‌ ନୁହେଁ। ସାରିକା ଶିଶୁ କଳାକାର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ପରେ ସଫଳତା ହାସଲ କରିଥିଲେ। ସାରିକା ଏବଂ କମଲ ହାସନଙ୍କ ସମ୍ପର୍କ ବିଷୟରେ ସମସ୍ତେ ଜାଣିଛନ୍ତି। ଆଜି ସାରିକାଙ୍କର ୬୧ ତମ ଜନ୍ମଦିନ। ଏହି ସ୍ବତନ୍ତ୍ର ଦିବସରେ ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି କଥା ଆଉ ବ୍ୟଥା…

ଯେତେବେଳେ ସାରିକା ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିଥିଲେ, ସେହି ସମୟରେ ସେ ଦକ୍ଷିଣର ସୁପରଷ୍ଟାର କମଲ ହାସନଙ୍କୁ ଭେଟିଥିଲେ। ଦୁହେଁ ପରସ୍ପରକୁ ଭଲ ପାଉଥିଲେ। ଦୁହେଁ ଏକାଠି ରହୁଥିଲେ। ଏହି କାରଣରୁ କମଲ ଏବଂ ତାଙ୍କ ସ୍ତ୍ରୀ ଭାନିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିଲା। ସାରିକା ଏବଂ କମଲ ହାସନଙ୍କ ବିବାହ ପୂର୍ବରୁ ସେମାନଙ୍କର ବଡ଼ ଝିଅ ଶ୍ରୁତି ଜନ୍ମ ହୋଇଥିଲେ। ଏହା ପରେ ଅକ୍ଷରା ଜନ୍ମ ହୋଇଥିଲେ। କମଲ ଏବଂ ସାରିକା ୧୯୮୮ରେ ବିବାହ କରିଥିଲେ। ୨୦୦୪ରେ ସେମାନଙ୍କର ବିବାହ ବିଚ୍ଛେଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri