ଲଭ୍‌ ଲେଟର ଲେଖି ମାଡ଼ ଖାଇଥିଲେ ଏହି ଅଭିନେତ୍ରୀ

ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ଅଭିନେତ୍ରୀ ସାଇ ପଲ୍ଲବୀ ପ୍ରାୟତହଃ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କ ସୁନ୍ଦର ଅଭିନୟ ପାଇଁ ଦର୍ଶକ ତାଙ୍କୁ ଖୁବ୍‌ ପସନ୍ଦ କରନ୍ତି। ବର୍ତ୍ତମାନ ସେ ରାଣା ଡଗଗୁବତୀଙ୍କ ସହ ତାଙ୍କ ଫିଲ୍ମ ‘ବିରାଟ ପର୍ବମ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ପଲ୍ଲବୀ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଆଲୋଚନା କରନ୍ତି ନାହିଁ। ମାତ୍ର ନିକଟରେ ସେ ତାଙ୍କ ଲଭ୍‌ ଲାଇଫ ବିଷୟରେ କହିଥିଲେ।
ଫିଲ୍ମର ପ୍ରମୋଶନ ପାଇଁ ପଲ୍ଲବୀ ରାଣାଡଗଗୁବତୀଙ୍କ ନେଟଫ୍ଲିକ୍ସ ଚାଳିତ ଶୋ ‘ମାଇଁ ଭିଲେଜ’ରେ ପହଞ୍ଚିଥିଲେ। ଏହି ସମୟରେ ସେ ଏକ ମଜାଳିଆ କଥା କହିଥିଲେ। ସେ କହିଥିଲେ ପିଲାବେଳେ କିପରି ତାଙ୍କ ପରିବାର ତାଙ୍କ ପ୍ରେମର ଶତ୍ରୁ ହୋଇଯାଇଥିଲେ। ସେ କହିଥିଲେ ଯେ, ମୁଁ ସପ୍ତମ ଶ୍ରେଣୀରେ ପଢ଼ିଲା ବେଳେ ମୋର ନିଜ ଇଚ୍ଛାରେ ଏକ ପୁଅ ପାଇଁ ଲଭ ଲେଟର୍‌ ଲେଖିଥିଲି, କିନ୍ତୁ ମୋ ପରିବାର ସଦସ୍ୟ ଜାଣିଦେଇ ମୋତେ ଖୁବ ମାଡ଼ ମାରିଥିଲେ। ଅଭିନେତ୍ରୀ ଏହି ପୁରା କାହାଣୀକୁ ବହୁତ ମଜାଳିଆ ଢଙ୍ଗରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri