୨୦୦କୋଟି ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ମନିଲଣ୍ଡ୍ରିଂ ମାମଲାରେ ଦିନକୁ ଦିନ ଅଡ଼ୁଆ ବଢ଼ୁଛି। ନିକଟରେ ବଲିଉଡ୍‌ର ଅଭିନେତ୍ରୀ ଜ୍ୟାକଲିନ ଫର୍ନ୍ନାଣ୍ଡିଜ ଓ ନୋରା ଫତେହିଙ୍କୁ ଇଡି ସମନ ଜାରି କରିଥିଲେ। ଘଟଣାରେ ସମ୍ପୃକ୍ତ ଥିବା ଅଭିନେତ୍ରୀ ଲିନା ମାରିଆ ପଲ୍‌ ଓ ତାଙ୍କ ସ୍ବାମୀ ସୁକେଶ ଚନ୍ଦ୍ରଶେଖରଙ୍କୁ ପୋଲିସ ହେପାଜତକୁ ନେଇ ପଚରାଉଚରା କରୁଛି। ଏହି ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ଇଡି ହାତରେ ଲାଗୁଛି।
ଇଡିର ସୂଚନା ଅନୁସାରେ, ଲିନା ଅପରାଧରୁ କିଭଳି ଅଧିକ ଲାଭାନ୍ବିତ ହେବେ ସେ ନେଇ ଏହି ଘଟଣାରେ ଏକ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ସ୍ବାମୀଙ୍କ ସହ ମିଶି ବ୍ୟବସାୟୀଙ୍କ ପତ୍ନୀଙ୍କୁ ବୋକା ବନାଇ ୨୦୦କୋଟି ଠକିବାରେ ସେ ମୁଖ୍ୟ ଥିଲେ। ଏପଟେ ଦିଲ୍ଲୀ କୋର୍ଟ ଅଧିକ ପଚରାଉଚରା ପାଇଁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସମୟ ବୃଦ୍ଧି କରିଛନ୍ତି। ତେବେ ଖୁବଶୀଘ୍ର ଏ ଘଟଣାର ସତ୍ୟାସତ୍ୟ ଜଣା ପଡ଼ିବା ସହ ଅଭିନେତ୍ରୀ ଲିନା ପଲ ମୁଖ୍ୟ ଅଭିଯୁକ୍ତ ଘୋଷିତ ହେବା ନେଇ ବିଶେଷ ସୂତ୍ରରୁ ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri