୨ ମାସ ପୂର୍ବରୁ ଲୁଚାଛପାରେ ବିବାହ କରିଥିଲେ ଏହି ଅଭିନେତ୍ରୀ, ଏବେ ହେବାକୁ ଯାଉଛନ୍ତି ମା’

‘ନୌଟଙ୍କି ସାଲା’, ‘ଏ ଜଓ୍ବାନି ହେ ଦିଓ୍ବାନି’, ‘ୟାରିୟାଁ’ ଭଳି ଫିଲ୍ମରେ କାମ କରିଥିବା ଅଭିନେତ୍ରୀ ଏଭିଲିନ୍‌ ଶର୍ମା ଓ ତାଙ୍କ ସ୍ବାମୀ ତୁଷାନ ଭିଣ୍ଡି ମେ ୧୫ରେ ଅଷ୍ଟ୍ରେଲିଆର ବ୍ରିସବେନରେ ଲୁଚାଛପାରେ ବିବାହ କରିଥିଲେ । ବିବାହର ପ୍ରାୟ ଦୁଇମାସ ପରେ ଏଭିଲେନ୍‌ ଖୁସି ଖବର ଶେୟାର କରିଛନ୍ତି। ସେ କହିଛନ୍ତି ଯେ, ସେ ମା’ ହେବାକୁ ଯାଉଛନ୍ତି। ଜୁଲାଇ ୧୨ ହେଉଛି ତାଙ୍କ ଜନ୍ମଦିନ ଏବଂ ଏହି ଜନ୍ମଦିନରେ ଏହା ତାଙ୍କ ପାଇଁ ଏକ ବିଶେଷ ଉପହାର । ତାଙ୍କ ଘରକୁ ଖୁବ୍‌ଶୀଘ୍ର ନୂଆ ଅତିଥି ଆସୁଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଅଭିନେତ୍ରୀ ଏହା କହିଛନ୍ତି। ତାଙ୍କ ଗର୍ଭଧାରଣ ଜନ୍ମଦିନକୁ ଆହୁରି ସ୍ବତନ୍ତ୍ର କରିପାରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri