ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ପାୱର ସ୍ମାର୍ଟ ମିଟର ଲଗାଇବା ନାଁରେ ଲୁଟ୍‌ କରିବାରେ ସରକାର ଲାଗିପଡ଼ିଛି । ଏହିସବୁ ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଦିଆଯାଇଥିବା ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ଜନସମର୍ଥନ ମିଳିଛି । ବଲାଙ୍ଗୀରରେ ମିଳିତ କୃଷକ ସଙ୍ଗଠନ ଓ ଅନ୍ୟ ଚାଷୀ ସଂଗଠନ ପକ୍ଷରୁ ଆଜି ସକାଳୁ ବିଭିନ୍ନ ଅଫିସ ଓ ବ୍ୟବସାୟିକ ଅନୁଷ୍ଠାନ ବନ୍ଦ କରାଯାଇଛି । ଜିଲାପାଳ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସ, ଦୋକାନ ବଜାର ଓ ଗାଡି ମଟର ଚଳାଚଳ ବନ୍ଦ ରହିଛି । ସେପଟେ ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ ଅଫିସରେ ଥିବାବେଳେ ଚାଷୀ ନେତା ନେତାମାନେ ତାଙ୍କୁ ଚାଲି ଯିବାକୁ କହିଛନ୍ତି। ପରେ ସେ ଅଫିସରୁ ବାହାରି ଯାଇଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ l କୂଅରେ ଜଣେ ବ୍ୟକ୍ତିଙ୍କ…

ଟ୍ରମ୍ପଙ୍କ ସହ ଯିବାକୁ ସିଧା ମନାକଲା ଜାପାନ! ଜାଣନ୍ତୁ କାହିଁକି…

ଟୋକିଓ,୧୬।୩: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ସଂସଦରେ କହିଛନ୍ତି ଯେ ଟୋକିଓ ବର୍ତ୍ତମାନ ହରମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ତୈଳ ଟ୍ୟାଙ୍କରଗୁଡ଼ିକର ସୁରକ୍ଷା ସୁନିଶ୍ଚିତ କରିବା…

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

ଷ୍ଟ୍ରେଟ ଅଫ ହର୍ମୁଜରେ ଜାହାଜଗୁଡ଼ିକୁ ସୁରକ୍ଷା ଦେବ ଆମେରିକା? ଘୋଷଣା କରିବେ ଟ୍ରମ୍ପ? ଚାଲିଛି ବଡ଼ ଯାଜନା…

ଓ୍ବାଶିଂଟନ,୧୬।୩: ଆମେରିକା ଖୁବ ଶୀଘ୍ର ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ ରଖିବା ପାଇଁ ଏକ ଅନ୍ତର୍ଜାତୀୟ ମେଣ୍ଟ ଘୋଷଣା କରିପାରେ। ପ୍ରମୁଖ ବିଶ୍ୱ ରାଷ୍ଟ୍ରଗୁଡ଼ିକର ସହଯୋଗରେ ଗଠିତ, ଏହି…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ଟ୍ରମ୍ପଙ୍କ ଇସାରାରେ ନାଚିବ ଚାଇନା? ବଡ଼ ବିବୃତ୍ତି ଜାରି – ଷ୍ଟ୍ରେଟ ଅଫ ହର୍ମୁଜ ଦଖଲ କରିବାକୁ ଧମକ; ଘଟିବ କିଛି ବଡ଼ ଘଟଣା…

ଓ୍ବାଶିଂଟନ,୧୬।୩: ଫାଇନାନ୍ସିଆଲ ଟାଇମ୍ସ (FT) ସହିତ ଏକ ସାକ୍ଷାତକାରରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ସିଧାସଳଖ ଚାପ ପକାଇଛନ୍ତି। ସେ କହିଛନ୍ତି ଯେ ଷ୍ଟ୍ରେଟ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri