୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍‌ ପାସ୍‌ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ତାଙ୍କ ଭଡ଼ା ଘରେ ଲାଞ୍ଚ ନେଉଥିବା ବେଳେ ଭିଜଲାନ୍ସ ହାତରେ ଧରାପଡ଼ିଛନ୍ତି। କଟକ ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡ଼ା ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ର ନାଥ ରାୟଗୁରୁଙ୍କ ନେତୃତ୍ୱରେ ଏନ୍ସପେକ୍ଟର ଅନିରୁଦ୍ଧ ନାୟକ, ଅନୁପମା ସାହୁ, ଭାଗ୍ୟଲତା ପ୍ରଧାନ ପ୍ରମୁଖ ବଡ଼ମ୍ବା ସ୍ଥିତ ତାଙ୍କ ପୈତୃକ ଗ୍ରାମରେ ଥିବା ଘର, ଢ଼େଙ୍କାନାଳ ସହର ଦୋଳମଣ୍ଡପ ସାହିଠାରେ ଥିବା ଭଡ଼ା ଘର ଓ ସଦର ତହସିଲ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri