ଭୁବନେଶ୍ୱର,୨୯ା୮: ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା ବଦଳିଛି। ଜେଲ ରୋଡ୍ ଛକ ପରିବର୍ତ୍ତେ ଏଣିକି ମେଳଣ ପଡ଼ିଆରେ ପୂଜା ଅନୁଷ୍ଠିତ ହେବ। ଏନେଇ ଝାରପଡ଼ା ଦୁର୍ଗାପୂଜା ସମିତି ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିବର୍ଷ ଭଳି ଏଥର ମଧ୍ୟ ମହାଆଡ଼ମ୍ବର ସହକାରେ ମା’ଙ୍କ ପୂଜା ହେବ।
ଭୁବନେଶ୍ୱର,୨୯ା୮: ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା ବଦଳିଛି। ଜେଲ ରୋଡ୍ ଛକ ପରିବର୍ତ୍ତେ ଏଣିକି ମେଳଣ ପଡ଼ିଆରେ ପୂଜା ଅନୁଷ୍ଠିତ ହେବ। ଏନେଇ ଝାରପଡ଼ା ଦୁର୍ଗାପୂଜା ସମିତି ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିବର୍ଷ ଭଳି ଏଥର ମଧ୍ୟ ମହାଆଡ଼ମ୍ବର ସହକାରେ ମା’ଙ୍କ ପୂଜା ହେବ।
ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…
ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…
ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…
ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…
ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…
ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…
ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…
ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍ ବିଷୟରେ ବିବରଣୀ…