ସରିଲା ଅଧରପଣା ନୀତି

ପୁରୀ ଅଫିସ,୧୨।୭: ରଥ ଉପରେ ସୋମବାର ତିନି ଦିଅଁଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ରାଘବଦାସ ମଠ, ବଡ଼ ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଟିଏ ଲେଖାଏ ରଥରେ ଦିଅଁଙ୍କୁ ଅଧରପଣା ଲାଗି କରାଯାଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା। ମହାସୁଆରମାନେ ପଞ୍ଚଉପଚାରରେ ପଣା ପୂଜା କରିଥିଲେ। ଭୋଗ ପରେ ପାର୍ଶ୍ୱ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ସନ୍ତୁଷ୍ଟି କରିବା ଉଦ୍ଦେଶ୍ୟରେ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯାଇଥିଲା। ଏହି ନୀତି ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଏହି ନୀତି ପରେ ଅନ୍ୟାନ୍ୟ ନୀତି ଶେଷ କରାଯାଇ ରାତ୍ର ପହୁଡ଼ ସମ୍ପାଦିତ ହୋଇଥିଲା। ଅଧରପଣା ନୀତି ଶୃଙ୍ଖଳିତ ଭାବେ ସମ୍ପାଦିତ ହୋଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ୩୭୬ ପ୍ରାଥମିକ, ଉପ୍ରା ସ୍କୁଲ

ଅନୁଗୋଳ ଅଫିସ୍‌, ୧୯।୩: ପିଲା ଓ ଶିକ୍ଷକ ଶୂନ୍ୟ ସରକାରୀ ବିଦ୍ୟାଳୟ। ସାରା ରାଜ୍ୟରେ ଅନେକ ବିଦ୍ୟାଳୟରେ ଏପରି ସ୍ଥିତି ଲାଗି ରହିଥିବାବେଳେ ସରକାର ଏଗୁଡିକୁ ବନ୍ଦ...

ତେଲଙ୍ଗାନାରୁ ଫେରିଲେ ୩୬ ଶ୍ରମିକ

ଡାବୁଗାଁ,୪ା୫(ଡି.ଏନ୍‌.ଏ.): ତେଲଙ୍ଗାନାରୁ ୩୬ ଶ୍ରମିକ ଆସି ରବିବାର ସନ୍ଧ୍ୟାରେ ନବରଙ୍ଗପୁର ଜିଲା ଡାବୁଗାଁରେ ପହଞ୍ଚିଛନ୍ତି। ଡାବୁଗାଁ ବ୍ଲକ୍‌ ଅଧୀନ ଜବାଗୁଡ଼ା, ବୋରିଗାଁ ଓ ବଡ଼ଓଲମା ପଞ୍ଚାୟତର...

ବାହାନଗାରୁ ଗଲା ୨ କାଠଘୋଡ଼ା

ବାହାନଗା, ୧୮।୬(ଡି.ଏନ.ଏ.) କୋଲକାତାରେ ଜଗନ୍ନାଥଙ୍କ ରଥ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ଦୋଳପୁର ଗ୍ରାମରୁ ଦୁଇଟି କାଠଘୋଡା ନିର୍ମାଣ କରାଯାଇ ସେଠାକୁ...

ବିଜେପୁର ଉପନିର୍ବାଚନରେ ନବୀନ ଲହର: ୫୦ହଜାର ଟପି ପାରିଲାନି ଭାଜପା; ଅମାନତ ହରାଇଲା କଂଗ୍ରେସ

ବରଗଡ଼ ଅଫିସ,୨୪।୧୦: ବିଜେପୁର ଉପନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ରାଜ୍ୟ ଭାଜପା ଏବଂ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ଭାଜପା ପକ୍ଷରୁ ପ୍ରଚାର ଭାର...

୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି।...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ଜଳିଗଲା ୫ ବଖରା

ସାକ୍ଷୀଗୋପାଳ,୧୯ା୪(ଡି.ଏନ୍‌.ଏ.) : ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାଣ୍ଢରା ପଞ୍ଚାୟତ ସାମନ୍ତରାପୁରରେ ରବିବାର ଗ୍ୟାସ ସିଲିଣ୍ଡର ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୫ବଖରା ସହ ଆସବାବପତ୍ର ପୋଡ଼ି...

ଲଭର୍ସ ପଏଣ୍ଟରେ ବୁଡ଼ି ଯାଇଥିଲେ ୨ ପର୍ଯ୍ୟଟକ, ଉଦ୍ଧାର କଲେ ଗ୍ରାମବାସୀ

ଦାରିଙ୍ଗବାଡି, ୧୮।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀରୀ ଦାରିଙ୍ଗବାଡିରେ ଲଭର୍ସ ପଏଣ୍ଟ ଡଡୁବାଡ଼ା ନଦୀରେ ପୁରୀରୁ ଆସିଥିବା ଦୁଇ ପର୍ଯ୍ୟଟକ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକ ନଦୀରୁ...

ବୃଷଭ ବାହାନରେ ବୁଲିଲେ ଚନ୍ଦ୍ରଶେଖର

ଖଲ୍ଲିକୋଟ,୧୮।୩(ଡି.ଏନ୍‌,ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ଦୋଳ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ସକଳେଶ୍ୱର ମହାଦେବଙ୍କ ବିଜେ ପ୍ରତିମା ଚନ୍ଦ୍ରଶେଖର...

Advertisement
Archives

Model This Week