ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା ଗଜପତି ଜିଲା ରା ଉଦୟଗିରି ବ୍ଲକର ଛେଳିଗଡ ଜଳପ୍ରକଳ୍ପ କାର୍ଯ୍ୟ ବନ୍ଦ କରିଛନ୍ତି ଛେଳିଗଡ ବୁଡି ଅଞ୍ଚଳବାସୀ । ଚଳିତ ବର୍ଷ ଜାନୁୟାରୀ ମାସ ୩୦ ତାରିଖରେ ଛେଳିଗଡ ଜଳପ୍ରକଳ୍ପର ବିସ୍ଥାପିତ ଅଞ୍ଚଳବାସୀ ସେମାନଙ୍କର ୧୫ ଦଫା ଦାବିକୁ ନେଇ ଜିଲାପାଳଙ୍କୁ ଅଭିଯୋଗ କରିଥିଲେ । ଜିଲାପାଳ ବିସ୍ଥାପିତଙ୍କ ସମସ୍ତ ଅଭିଯୋଗକୁ ୩ ମାସର ମଧ୍ୟରେ ପୂରଣ କରିବା ପାଇଁ ପ୍ରତିଶ୍ର୍ରୁତି ଦେଇଥିଲେ। କିନ୍ତୁ ତିନି ମାସ ବିତିଯାଇଥିଲେ ମଧ୍ୟ ଜିଲାପାଳ କୌଣସି ଦାବିକୁ ପୂରଣ କରିନଥିବା ବୁଡି ଅଞ୍ଚଳବାସୀ କହିଛନ୍ତି । ସୋମବାର ଜିଲାପାଳ ରା -ଉଦୟଗିରି ଠାରେ ଥିବା ଯୁଗ୍ମଅଭିଯୋଗ ଶୁଣାଣିରେ ଯୋଗଦେବା ପରେ ଛେଳିଗଡ ଜଳପ୍ରକଳ୍ପ କାର୍ଯ୍ୟାଳୟକୁ ଯାଇ ଅଧିକାରୀମାନଙ୍କ ସହ ସାକ୍ଷାତ କରିଥିଲେ । ବୁଡି ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଜଳପ୍ରକଳ୍ପ କାର୍ଯ୍ୟ ବନ୍ଦ କରିବା ସହ ଆଗାମୀ ଦିନରେ ଯଦି ପ୍ରଶାସନ ସମସ୍ତ ଦାବିକୁ ପୂରଣ ନକରନ୍ତି ତାହେଲେ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିବା ସହ ଜାତୀୟ ରାଜପଥ ଅବରୋଧ କରାଯିବ ବୋଲି ସଂଗ୍ରାମ ସମିତି ସଭାପତି ଚୈତନ୍ୟ ସାହୁ କହିଛନ୍ତି । ଅପରପକ୍ଷେ ପ୍ରକଳ୍ପର ଅଧିକ୍ଷଣ ଯନ୍ତ୍ରୀ ବୀରେନ୍ଦ୍ର କୁମାର ଜଗତ କହିଛନ୍ତି ଯେ, ଏନେଇ ବିସ୍ଥାପିତ ଅଞ୍ଚଳବାସୀ ଶାନ୍ତିଶୃଙ୍ଖଳାର ସହିତ ଆସି କଥାବାର୍ତ୍ତା ହୁଅନ୍ତୁ ଏବଂ ଏଭଳି ବେଆଇନ ଭାବେ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିବା ଉଚିତ ନୁହେଁ ବୋଲି କହିଛନ୍ତି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri