Posted inଭଦ୍ରକ

ପ୍ରଶାସନ ଦେଉଛି ମିଛ ପ୍ରତିଶ୍ରୁତି

ଭଦ୍ରକ ଅଫିସ,୨୪।୪: ୨୦୧୪ରୁ ୨୦୨୨ ପର୍ଯ୍ୟନ୍ତ ଭଦ୍ରକ ଜିଲା ପ୍ରଶାସନ ଭୂମିହୀନ ଓ ଘରଡିହ ନ ଥିବା ପରିବାରକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଆସିଛି। ଚାଷୀ-ମୂଲିଆ ସଂଘର ଭଦ୍ରକ ଜିଲା କମିଟି ପକ୍ଷରୁ ଭୂମିହୀନମାନଙ୍କ ସମସ୍ୟାକୁ ନେଇ ଶୁକ୍ରବାର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସମ୍ପାଦକ ସୁଶାନ୍ତ ଯେନା ଏହି ଅଭିଯୋଗ ଆଣିଛନ୍ତି। ବାରମ୍ବାର ଜିଲାପାଳଙ୍କ କାର୍ଯ୍ୟାଳୟ ଓ ବିଭିନ୍ନ ତହସିଲ ସମ୍ମୁଖରେ ଧାରଣା ଦେଇ ପ୍ରତିବାଦ ଜଣାଯାଇଥିଲେ ହେଁ ସୁଫଳ ମିଳିପାରୁ ନାହିଁ ବୋଲି ସଂଘ କ୍ଷୋଭ ପ୍ରକାଶ କରିଛି। ଅନ୍ୟମାନଙ୍କ ମଧ୍ୟରେ ପ୍ରଗତିଶୀଳ ମହିଳା ମଞ୍ଚର ଜିଲା ସମ୍ପାଦିକା ଟୁନିଲତା ଯେନା, ଚାଷୀ-ମୂଲିଆ ସଂଘର ଭଦ୍ରକ ବ୍ଲକ ସଭାପତି ପୂର୍ଣ୍ଣ ସିଂ, ଭଣ୍ଡାରିପୋଖରୀ ବ୍ଲକ ସମ୍ପାଦକ ରତ୍ନାକର ବେହେରା ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri