ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ପ୍ରଶାସନ ତତ୍ପର

ମାଲକାନଗିରି,୩ା୫(ଡି.ଏନ୍‌.ଏ.): ଆଗାମୀ ମୌସୁମୀ ବର୍ଷା ନେଇ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅଧ୍ୟକ୍ଷ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ଆରକ୍ଷୀ ଅଧୀକ୍ଷକ ନୀତେଶ ଓ୍ବାଧଓ୍ବାନି, ବନଖଣ୍ଡ ଅଧିକାରୀ ପ୍ରତାପ କଟ୍ଟାପଲ୍ଲୀ, ଅତିରିକ୍ତ ଜିଲାପାଳ ମହେଶ୍ୱର ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲାପରିଷଦ, ରତ୍ନାକର ସାହୁ ଓ ଉପଜିଲାପାଳ ଅକ୍ଷୟ କୁମାର ଖେମୁଣ୍ଡୁ ମଞ୍ଚାସୀନ ଥିଲେ।

ଏହି ବୈଠକରେ ବନ୍ୟା ପୂର୍ବ ଏବଂ ପରବର୍ତ୍ତୀ ପଦକ୍ଷେପ ନେଇ ବିଭିନ୍ନ ବିଭାଗ ସହ ଆଲୋଚନା କରାଯାଇଛି । ବ୍ଲକ ଏବଂ ତହସିଲ ସ୍ତରରେ ପ୍ରଚୁର ପରିମାଣରେ ଆବଶ୍ୟକୀୟ ରିଲିଫ ସାମଗ୍ରୀ ମହଜୁଦ ରଖିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କ ସୂଚନା ନିମନ୍ତେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ସହ ଟୋଲ୍‌ ଟେଲିଫୋନ୍‌ ନଂ ୦୬୮୬୧-୨୩୧୩୭୨ ଏବଂ ଟୋଲ୍‌ ଫ୍ରି ନଂ ୧୦୭୭ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ବନ୍ୟା ପ୍ରଭାବିତ ଅଞ୍ଚଳରେ ଜଣେ ଜଣେ ଅଧିକାରୀଙ୍କୁ ନିୟୋଜିତ କରାଯିବ, ଯେଉଁମାନେ ବନ୍ୟା ସ୍ଥିତି ତଦାରଖ କରି ଜିଲାପାଳଙ୍କୁ ଏନେଇ ଅବଗତ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri