ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ: ସ୍ଥାନାନ୍ତର ହେବେ ୫ ହଜାର ପରିବାର

ଗଞ୍ଜାମ,୨୫।୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପାଇଁ ଗଞ୍ଜାମ ସହରରେ ମଧ୍ୟ ପ୍ରସ୍ତୁତି ଚାଲିଛି। ପ୍ରଶାସନ ବ୍ଲକର ୧୫ ପଞ୍ଚାୟତରୁ ପ୍ରାୟ ୫ ହଜାର ପରିବାରଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସ୍କୁଲକୁ ସ୍ଥାନାନ୍ତର କରିବାକୁ ସ୍ଥାନୀୟ ପ୍ରଶାସନ ଲକ୍ଷ୍ୟ ରଖିଛି l ଏଥିସହ ବାତ୍ୟା ପରେ ଭାଙ୍ଗି ଯାଇଥବା ଗଛଡାଳକୁ ତୁରନ୍ତ ହଟାଇବା ଲାଗି ଏନ୍‌ଏସି୍‌ ପ୍ରଶାସନ ପକ୍ଷରୁ ଜେସିବି, ଟ୍ରାକ୍ଟର ଆଦି ମହଜୁଦ ରଖାଯାଇଛି l ପୂର୍ବରୁ ତହସିଲଦାର ଅରୁଣ କୁମାର ନାୟକ ନିଜେ ଡ଼ାକବାଜି ଯନ୍ତ୍ର ମାଇକରେ ସମୁଦ୍ରକୁଳ ନିକଟବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ନ ଯିବା ଲାଗି ବାରଣ କରିଛନ୍ତି l କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ୫୦ ଜଣ ବ୍ୟକ୍ତି ବାତ୍ୟା ଆଶ୍ରୟ ସ୍ଥଳୀ କିମ୍ବା ସ୍କୁଲରେ ରହିବା ବ୍ୟବସ୍ଥା କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା କମିଟି ଓ ପ୍ରଧାନ ଶିକ୍ଷକ ମାନଙ୍କୁ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?