ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ ନାୟକଙ୍କ ଚାଳ ଛପର ଜରି ପାଲ ଉଡ଼ିଯାଇଥିଲା। ସାହି ବାସିନ୍ଦାଙ୍କ ପ୍ରଚେଷ୍ଟାରେ ସନ୍ତୋଷୀ ଓ ତାଙ୍କ ଝିଅକୁ କୋଠ ଘରେ ଥଇଥାନ କରାଯାଇଥିବା ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା। ଖବର ପ୍ରସାରଣ ପରେ ଗୁରୁବାର ଏନ୍‌ଏସସି ପ୍ରଶାସନ ଅସହାୟ ସନ୍ତୋଷୀ ପାଖରେ ପହଞ୍ଚି ଥିବା ଜଣାପଡ଼ିଛ। ଏନ୍‌ଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କ ପରାମର୍ଶ କ୍ରମେ ପଦ୍ମ ଚରଣ ସାହୁ, ଗୌରବ ଦାସ, କ୍ଲର୍କ ଲକ୍ଷ୍ମୀ ପାଢ଼ୀ, ଜଗତ ଜ୍ୟୋତି ସାମଲ, କନିଷ୍ଠ ଯନ୍ତ୍ରୀ ମାନସ କୁମାର ଜେନା, ଶ୍ରୀମତ ପାତ୍ର ପ୍ରମୁଖ ସନ୍ତୋଷୀ ରହୁଥିବା କୋଠ ଘର ଯାଇ କିଛି ଖାଦ୍ୟ ପଦାର୍ଥ ପ୍ରଦାନ କରିଛନ୍ତି।

ଏନେଇ ଅସହାୟ ସନ୍ତୋଷୀ କହିଛନ୍ତି ଯେ, ବର୍ଷା ପବନ ଆସିଲେ ଏନ୍‌ଏସି କର୍ତ୍ତୃପକ୍ଷ ଆସି କିଛି ପ୍ରତିଶ୍ରତି ଓ ସମବେଦନା ଜଣାଇ ଚାଲିଯାଉଛନ୍ତି। ସ୍ଥାୟୀ ଥଇଥାନ କଥା ଚିନ୍ତା କରୁନାହାନ୍ତି। ବାତ୍ୟା ସରିବା ପରେ ଏନ୍‌ଏସି କାର୍ଯ୍ୟାଳୟ ସମୁଖରେ ମା’ ଝିଅ ଧାରଣା ଦେବୁ ବୋଲି ଗଣମାଧ୍ୟମକୁ କହିଛନ୍ତି। ଅନ୍ୟପଟେ ଏଭଳି ଅସହାୟ ଅବସ୍ଥାରେ ଥିବା ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ରଙ୍କୁ ଫୋନ କରି ଅବଗତ କଲା ପରେ ଆମେ କ’ଣ କରିବୁ ବୋଲି କହି ଫୋନ୍‌ କାଟିଦେଇଥିଲେ ବୋଲି ସନ୍ତୋଷୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍‌ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍‌ ଖୁଣ୍ଟ…

ଶୁକ୍ରଙ୍କ ବକ୍ରୀ ଚଳନ: ୪ ରାଶିରେ ଭାରି ଖରାପ ପ୍ରଭାବ, ପାଖରୁ ପଳେଇବେ ସବୁ ଟଙ୍କା!

ଶୁକ୍ରଦେବ ନିଜର ଅସ୍ତ ଅବସ୍ଥାରୁ ବାହାରକୁ ଆସିବାକୁ ଯାଉଛନ୍ତି। ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ବିବାହ, ସମ୍ପର୍କ, ସୁଖ ଏବଂ ଧନର କାରକ ବୋଲି ବିବେଚନା…

ଭାରତୀୟ ପରମ୍ପରା ଭୁଲିନାହାନ୍ତି ପ୍ରିୟଙ୍କା: ସ୍ବାମୀଙ୍କ ସହ ମିଶି ପାଳିଲେ କରୱାଚୌଥ ବ୍ରତ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜି ବି ନିଜ ଭାରତୀୟ ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ ଅଛନ୍ତି। ବିଦେଶରେ…

ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?