ପାଇପ୍‌ ମରାମତି କଲା ପ୍ରଶାସନ

ମାଧପୁର,୧୯।୪(ଡି.ଏନ.ଏ.)
ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳୀ ଗ୍ରାମକୁ ନିକଟସ୍ଥ କନ୍ଧପଡା ପାନୀୟ ଜଳ ପ୍ରକଳ୍ପରୁ ଯାଇଥିବା ପାଇପ୍‌ ଫାଟିଯିବା କାରଣରୁ ୨ ଦିନ ହେଲା ପିଇବା ପାଣି ବିଲରେ ମାଡ଼ୁଥିଲା। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏ ନେଇ ସୋମବାର ‘ପାଇପ୍‌ ଫାଟି ବିଲରେ ମାଡ଼ୁଛି ପାନୀୟ ଜଳ’ ଶୀର୍ଷକ ଖବର ‘ଧରିତ୍ରୀ’ରେ ପ୍ରକାଶ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ସୋମବାର ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେଇ କୁମୁସିଆସାହି ନିକଟରେ ଫାଟି ଯାଇଥିବା ପାଇପ୍‌କୁ ମରାମତି କରିଛନ୍ତି। ଫଳରେ କୁନ୍ଦନାଳୀ ଗ୍ରାମକୁ ପାଇପ୍‌ ପାଣି ପୁଣି ସଂଯୋଗ ହୋଇପାରିଛି ଓ ଗ୍ରାମବାସୀ ପିଇବା ପାଣି ପାଇପାରିଛନ୍ତି। ଏ ନେଇ ଗ୍ରାମବାସୀ ‘ଧରିତ୍ରୀ’କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri