Posted inଖେଳ

ପୂର୍ବତନ ଇଂଲଣ୍ଡ କ୍ରିକେଟର ରବିନ ଜ୍ୟାକ୍‌ମ୍ୟାନଙ୍କ ପରଲୋକ

ଲଣ୍ଡନ,୨୭।୧୨(ଏପି): ଇଂଲଣ୍ଡର ପୂର୍ବତନ କ୍ରିକେଟର ରବିନ୍‌ ଜ୍ୟାକ୍‌ମ୍ୟାନ ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ସେ ଇଂଲଣ୍ଡ ପାଇଁ ୧୫ଟି ଦିନିକିଆ ମ୍ୟାଚ ଖେଳିଛନ୍ତି। ପ୍ରଥମଶ୍ରେଣୀ କ୍ରିକେଟରେ ସେ ଅତ୍ୟନ୍ତ ସଫଳ ପ୍ରଦର୍ଶନ କରିଥିଲେ। ୩୯୯ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳି ସେ ୧, ୪୦୨ ଉଇକେଟ ହାସଲ କରିଥିଲେ। ଅବସର ନେବା ପରେ େ ସ ଦକ୍ଷିଣ ଆଫ୍ରିକାରେ କ୍ରିକେଟ ଭାଷ୍ୟକାର ଭାବେ କାର୍ଯ୍ୟକରିଥିଲେ ଓ ସେଠାରେ ସ୍ତ୍ରୀ ୟୋଭୋନେଙ୍କ ସହ ରହିଆସୁଥିଲେ। ତାଙ୍କ ଦେହାନ୍ତରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ତରଫରୁ ଶୋକ ପ୍ରକାଶ କରାଯାଇଛି। ପୂର୍ବତନ ନ୍ୟୁଜିଲାଣ୍ଡ ବୋଲର ଓ ସାଥୀ ଭାଷ୍ୟକାର ଡାନି ମୋରିସନ ଟୁଇଟ୍‌ କରି ଜ୍ୟାକ୍‌ମ୍ୟାନଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri