ପୂର୍ବତନ ବିଧାୟକ ଉମେଶ ସ୍ବାଇଁଙ୍କ ପରଲୋକ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଜଗତସିଂହପୁର ଜିଲା ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ବାଇଁଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ବୁଧବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବା ପରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ଉମେଶ ସ୍ବାଇଁ ଜଗତସିଂହପୁର ଜିଲା ବାଲିକୁଦାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ

କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ...

କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଉତ୍ତେଜନା

ଯାଜପୁର ଅଫିସ୍‌/କଳିଙ୍ଗନଗର, ୪ା୭(ଡି.ଏନ୍‌.ଏ.): ଯାଜପୁର ଜିଲାରେ ଖୋଲିଥିବା ଶିଳ୍ପ କାରଖାନାଗୁଡ଼ିକରେ ନିଯୁକ୍ତିରେ ଅଣଓଡ଼ିଆଙ୍କୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ କ୍ରମେ ଏକ ଅଣଓଡିଆ ସଂସ୍ଥା ସ୍ଥାନୀୟ ଶ୍ରମିକଙ୍କୁ...

ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର...

ହୋଟେଲ୍‌ରୁ ବାରବାଟୀ ଷ୍ଟାଡିୟମ ଅଭିମୁଖେ ଖେଳାଳି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଦୀର୍ଘ ଅଢେଇ ବର୍ଷ ବ୍ୟବଧାନ ପରେ ପୁଣି ବାରବାଟୀ ଷ୍ଟାଡିୟମରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ...

ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୩ ଜଣ...

ଅନ୍ତର୍ଜାତୀୟ ବିମାନ ସେବା: ଓଡ଼ିଶା ସ୍ବାର୍ଥକୁ ଅଣଦେଖା, ଆଗ୍ରହୀ ସଂସ୍ଥାକୁ ମିଳୁନି ଅନୁମତି

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଭାରତକୁ ଶ୍ରୀଲଙ୍କା, ବାଂଲାଦେଶ, ଯୁକ୍ତରାଷ୍ଟ ଆମେରିକା, ବ୍ରିଟେନ୍‌, କାନାଡା, ଅଷ୍ଟ୍ରେଲିଆ, ମାଲେସିଆ, ଜର୍ମାନୀ, ଫ୍ରାନ୍ସ ଭଳି ରାଷ୍ଟ୍ରରୁ ସର୍ବାଧିକ ବିଦେଶୀ ପର୍ଯ୍ୟଟକ ଆସିଥାନ୍ତି।...

କଣ୍ଟାପଡ଼ା ନୂଆସାହି କଣ୍ଟେନମେଣ୍ଟ ଜୋନ୍‌

କଣ୍ଟାପଡ଼ା, ୨୭ା୧୨(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ କଟକ ଜିଲା କଣ୍ଟାପଡା ବ୍ଲକର ଝାରପଡା ଓ ପାଟସୁନ୍ଦରପୁର ପଞ୍ଚାୟତରେ ଶୁକ୍ରବାର ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ...

ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି : ତଥାପି ସତର୍କ ରୁହ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ସାରା ବିଶ୍ୱରେ କରୋନା ଭାଇରସର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ସୃଷ୍ଟି କରିଛି। ଓଡ଼ିଶାରେ ମଧ୍ୟ ଓମିକ୍ରନକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ...

Advertisement
Archives

Model This Week