ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍‌ଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୩୧।୮: କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍‌ ସୁକାନ୍ତ ଚୌଧୁରୀଙ୍କ ଶନିବାର ସନ୍ଧ୍ୟାରେ ହୃଦଘାତ୍‌ରେ ପରଲୋକ ଘଟିଛି। ତାଙ୍କୁ ୬୬ ବର୍ଷ ହୋଇଥିଲା। ଚୌଧୁରୀ ଜାତୀୟ ଓ ରାଜ୍ୟସ୍ତରରେ ସୁନାମ ଅର୍ଜନ କରିଥିଲେ। ୧୯୮୧ରେ ସେ ତତ୍କାଳୀନ ରାଷ୍ଟ୍ରପତି ନୀଲମ ସଞ୍ଜୀବ ରେଡ୍ଡିଙ୍କଠାରୁ ପୁରସ୍କୃତ ହୋଇଥିଲେ। ୧୯୯୩ ଏପ୍ରିଲ ୧ରେ ପଶ୍ଚିମବଙ୍ଗ ଏବଂ ଓଡିଶାର ରାଜ୍ୟପାଳ ଡ. ନୁରୁଲ ହୋସେନଙ୍କଠାରୁ ଭାରତୀୟ ରେଡ୍‌କ୍ରସ ସମ୍ମାନ ଗ୍ରହଣ କରିଥିଲେ। ୨୦୧୩ରେ ପୁନର୍ବାସ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହାଛଡ଼ା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଥିଲେ। ତାଙ୍କ ବିୟୋଗରେ ବିଧାୟକ ଶଶିଭୂଷଣ ବେହେରା, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ ଓ ପୂର୍ବତନ ନଗରପାଳ ଧୀରେନ ସାହୁ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri