ଜିଲାପରିଷଦ ସଦସ୍ୟଙ୍କ ପରଲୋକ

ବାରିପଦା ଅଫିସ,୧୭ା୧୦-ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ୫୬ନଂ.ଜୋନର ଜିଲାପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତ(୬୭)ଙ୍କ ଶୁକ୍ରବାର ପରଲୋକ ଘଟିଛି। ସନ୍ଧ୍ୟାରେ ଏକ ମେଡିସିନ ଦୋକାନରେ ବସିଥିବା ସମୟରେ ତାଙ୍କ ଛାତିରେ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ହେଁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶୋକ ସନ୍ତ୍ବପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?