ଚଳିତ ସପ୍ତାହରେ ହୋଇପାରେ ଏଜିଆର୍‌ ଶୁଣାଣି

ନୂଆଦିଲ୍ଲୀ,୩୧।୮: ଚଳିତ ସପ୍ତାହରେ ଟେଲିକମ୍‌ କମ୍ପାନୀଗୁଡିକର ଆଡ୍‌ଜଷ୍ଟେଡ ଗ୍ରସ ରେଭେନ୍ୟୁ(ଏଜିଆର୍‌) ମାମଲାର ଶୁଣାଣି ହୋଇପାରେ ବୋଲି ଆଶା କରାଯାଉଛି। ଏହି ମାମଲା ଭୋଡାଫୋନ-ଆଇଡିଆ କମ୍ପାନୀର ଭାଗ୍ୟ ନିର୍ଦ୍ଧାରଣ କରିବ ବୋଲି କୁହାଯାଉଛି। କମ୍ପାନୀ ବର୍ତ୍ତମାନ କ୍ଷତିରେ ଚାଲୁଛି। ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ କମ୍ପାନୀ ଏହାର ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରିବ। ଏଜିଆର୍‌ ଦେୟ ଦେବା ଲାଗି କମ୍ପାନୀଗୁଡିକ ୨୦ ବର୍ଷର ଏକ ସୀମା ପ୍ରଦାନ କରିବାକୁ ଟେଲିକମ୍‌ ବିଭାଗ ପକ୍ଷରୁ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନରେ କହାଯାଇଥିଲା। ଏହାକୁ ନ୍ୟାୟାଳୟ ଅଗ୍ରାହ୍ୟ କରି ଦେଇଥିଲେ। ମାମଲା ଉପରେ ବିଚାର କରିବା ଉପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଋଣ ଭାରତରେ ବୁଡି ରହିଥିବା ଭୋଡାଫୋନ ଆଇଡିଆ ଭଳି କମ୍ପାନୀ କିଭଳି କାର୍ଯ୍ୟପନ୍ଥା ଗ୍ରହଣ କରୁଛନ୍ତି ତାହା ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ଜଣାପଡିବ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?