ସାର, କୀଟ ନାଶକ ଔଷଧର କଳାବଜାରୀ ରୋକିବା ପାଇଁ ଅଚାନକ ଚଢାଉ କଲା କୃଷି ବିଭାଗ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ସାର ଓ କୀଟ ନାଶକ ଔଷଧର କଳାବଜାରୀ ରୋକିବା ଉଦ୍ୟମରେ କୃଷି ବିଭାଗ ପକ୍ଷରୁ ଗୁରୁବାର ଅଚାନକ ଚଢ଼ାଉ ହୋଇଛି। ଏଥିରେ ନର୍ଲା ଜିଲା କୃଷି ଅଧିକାରୀ ଶୁଭେନ୍ଦୁ କର, କର୍ଲାମୁଣ୍ଡା ବ୍ଳକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ,ଏଏଓ କୁମାର ଚିରଞ୍ଜିବୀ ପ୍ରମୁଖ ବ୍ଲକର ଜୋରାଡ଼ବରା, କୁଶୁର୍ଲା, ଖଲିଆପାଲି, ଭଟାପଲା, ସାପଲହରା, ଡୁକେରମାଲ, କର୍ଲାମୁଣ୍ଡା ଆଦି ସ୍ଥାନମାନଙ୍କରେ ଥିବା ସାର ଓ କୀଟନାଶକ ଦୋକାନ ଗୁଡ଼ିକରେ ପହଞ୍ଚି ସମସ୍ତ ପ୍ରକାର କାଗଜ ପତ୍ର ଯାଞ୍ଚ କରିଛନ୍ତି। ଏହା ସହ ଏକ୍ସପାରୀ ଔଷଧ, ଷ୍ଟକ ରେଜିଷ୍ଟର, ବିକ୍ରି ରେଜିଷ୍ଟର, ସୋର୍ସ ସାଟିଫିକେଟ , ଚଢା ଦରରେ ବିକ୍ରିର ତନଖି କରିଥିଲେ। ତେବେ ଏହି ଚଢ଼ାଉ ସମୟରେ ବିଭିନ୍ନ ଗାଁର ୯ ଜଣ ସାର ଓ କୀଟନାଶକ ବ୍ୟବସାୟୀଙ୍କ ଅସାଧୁ ଉପାୟ ଅବଲମ୍ବନ କରିଥିବା ଚଢ଼ାଉ ବେଳେ ଜଣାପଡ଼ିଥିବାରୁ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିବା ଏଏଓ କୁମାର ଚିରଞ୍ଜିବୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri