ଏମ୍ସ ଓପିଡି ଖୋଲିଲା

ଭୁବନେଶ୍ୱର, ୮।୨(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ଓପିଡି ସୋମବାର ଖୋଲିଛି। ପ୍ରଥମ ଦିନରେ ୨,୫୦୦ ରୋଗୀ ଚିକିତ୍ସିତ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବଭଳି ସମସ୍ତ ବିଭାଗ ଓପିଡି କାର୍ଯ୍ୟସୂଚୀକୁ ଅନୁକରଣ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ପୂର୍ବଭଳି ସମସ୍ତ ଆଇପିଡି ଆଡ୍‌ମିଶନ ଏବଂ ଓଟିଗୁଡ଼ିକ କାର୍ଯ୍ୟକାରୀ ହେବ। ନୂଆ ଆଡ୍‌ମିଶନ ହେଲେ ସନ୍ଦିଗ୍ଧ କୋଭିଡ୍‌ ରୋଗୀଙ୍କ ପାଇଁ ପ୍ରତି ୱାର୍ଡରେ ୪ରୁ ୫ ଲେଖାଏ ଶଯ୍ୟା ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରୋଗୀଙ୍କୁ ନିୟମିତ ଯାଞ୍ଚ ପାଇଁ ସ୍ବାସ୍ଥ୍ୟ ଆପ୍‌ ଏବଂ ଟେଲିମେଡିସିନ ସେବା ଜାରି ରହିବ। କରୋନାର ତୃତୀୟ ଲହର ସଂକ୍ରମଣ ଓ ବହୁ ଡାକ୍ତର ତଥା କର୍ମଚାରୀ ଆକ୍ରାନ୍ତ ହେବା ପରେ ଜାନୁୟାରୀ ୧୭ରୁ ଭୁବନେଶ୍ୱର ଏମ୍ସର ସମସ୍ତ ଓପିଡି ସେବାକୁ ସାମୟିକ ବନ୍ଦ କରାଯାଇଥିଲା। କରୋନା ସ୍ଥିତିରେ ସାମାନ୍ୟ ସୁଧାର ଆସିବା ପରେ ସୋମବାରଠାରୁ ଏମ୍ସ ଓପିଡି ଖୋଲିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍‌: ୩ ମୃତ, ଜଣେ ଗୁରୁତର

ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା...

ଶିବ ମନ୍ଦିରରେ ଗଞ୍ଜେଇ ନିଷେଧକୁ ନେଇ ଧାର୍ମିକ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଶୈବପୀଠରେ ଗଞ୍ଜେଇ ବ୍ୟବହାରକୁ ନିଷେଧ କରିବା ଲାଗି ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ପରେ ଏହି ପ୍ରସଙ୍ଗରେ ଭିନ୍ନ ମତ...

ଯୁବପିଢ଼ି ହିଁ ବଡ଼ଧରଣର ସମାଧାନ କରିପାରିବେ

କେନ୍ଦ୍ରାପଡ଼ା/ଡେରାବିଶ, ୧୮ା୮(ଜଗନ୍ନାଥ ଧଳ/ବେବର୍ତ୍ତା ଅଜୟ ଦାସ): ଆମମାନଙ୍କ ମଧ୍ୟରେ ପ୍ରଶ୍ନ ପଚାରିବାର ମାନସିକତା ପିଲାବେଳେ ଦେଖାଦେଇଥାଏ। ପିଲାମାନେ ପଚାରି ପଚାରି ସବୁକଥା ଜାଣିବାକୁ ପାଇଥାନ୍ତି। ପରବର୍ତ୍ତୀ...

ଲକ୍‌ଡାଉନ ନିୟମ ଉଲ୍ଲଂଘନ ପରେ ରାଜନୈତିକ ବିବାଦ: ଗାଷ୍ଠୀକନ୍ଦଳ, ଏମ୍‌ପିଙ୍କ ଦୋଷ ଲୁଚାଇବାକୁ କମିଶନରଙ୍କୁ ଟାର୍ଗେଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ଭାଜପା ପକ୍ଷରୁ ବିଏମ୍‌ସି କମିଶନରଙ୍କ ବିରୋଧରେ ଅଭିଯୋଗ ଅଣାଯିବା ପରେ ବିଜେଡି ପଲଟା ଆକ୍ରମଣ କରିଛି। ଭାଜପା ଭୁବନେଶ୍ୱର ସଙ୍ଗଠନ ଭିତରେ ଚାଲିଥିବା ଗୋଷ୍ଠୀ...

ଅନୁଗୋଳ ଏସ୍‌ଡିପିଓଙ୍କ ନାଁରେ ମାମଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ପାରିବାରିକ ବିବାଦରେ ଛନ୍ଦି ହୋଇପଡିଥିବା ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ନାଁରେ ଆଉଏକ ଗୁରୁତର ଅଭିଯୋଗ ହୋଇଛି। ସ୍ବାମୀ ଅଶ୍ୱିନୀ ତାଙ୍କୁ ଯୌତୁକ...

ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ...

ଓଡ଼ିଶା ଫେରିଲେ ଜଗା-କାଳିଆ

କଟକ ଅଫିସ,୭।୯: ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଓଡ଼ିଶାର ଯୋଡା ମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡିଶା...

ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ।...

Advertisement
Archives

Model This Week