ଆଜି ଖୋଲିଲା ଆଖଣ୍ଡଳମଣି ମନ୍ଦିର, ପ୍ରଥମେ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର

ଭଦ୍ରକ ଅଫିସ,୨୮ା୧୨: ଦୀର୍ଘ ମାସର କୋଭିଡ୍‌ କଟକଣା ଯୋଗୁ ଭକ୍ତ ଓ ଭଗବାନ ମଧ୍ୟରେ ସୃଷ୍ଟି ହୋଇଥିବା ଦୂରତା କ୍ରମଶଃ ହ୍ରାସ ପାଇଛି। ଭକ୍ତମାନଙ୍କ ଦୀର୍ଘ ଦିନର ଆକୁଳ ନିବେଦନ ପରେ ଏବେ ବିଭିନ୍ନ ଜିଲାରେ ଥିବା ଧର୍ମାନୁଷ୍ଠାନ ଖୋଲିବାରେ ଲାଗିଛି। ପ୍ରଥମେ ଶ୍ରୀମନ୍ଦିର ସମେତ ଅନ୍ୟ ଧର୍ମାନୁଷ୍ଠାନ ଖୋଲିସାରିଥିବା ବେଳେ ରବିବାର ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ଲାଭ କରିଥିଲେ ଭକ୍ତ।

ଏହାପରେ ସୋମବାରଠାରୁ ଖୋଲିଛି ଭଦ୍ରକ ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର। ଆଜି ସେବାୟତଙ୍କ ପରିବାରଙ୍କୁ ଦର୍ଶନ ଅନୁମତି ମିଳିଛି । ତା’ପର ଦୁଇ ଦିନ ଅର୍ଥାତ୍‌ ୩୦ ଓ ୩୧ ତାରିଖ ସ୍ଥାନୀୟ ପଞ୍ଚାୟତର ଶ୍ରଦ୍ଧାଳୁମାନେ ଦର୍ଶନ କରିବେ।

ଜାନୁୟାରୀ ୧ ଓ ୨ ତାରିଖରେ ମନ୍ଦିର ବନ୍ଦ ରହିବ। ତେବେ ୩ ତାରିଖରୁ ସାଧାରଣ ଭକ୍ତଙ୍କୁ ବାବାଙ୍କ ଦର୍ଶନ ଅନୁମତି ମିଳିବ। ମନ୍ଦିରକୁ ପ୍ରବେଶ ପୂର୍ବରୁ ମାସ୍କ ଓ ସାନିଟାଇଜର ବାଧ୍ୟତାମୂଳକ କରାଯାଇଛି। ସେବାୟତମାନଙ୍କ ଲାଗି ପରିଚୟପତ୍ର ବାଧ୍ୟତାମୂଳକ ରହିଛି ବୋଲି ଉପଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri