୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ କଟକଣା ମାନି ଶ୍ରଦ୍ଧାଳୁମାନେ ସକାଳ ୬ଟାରୁ ରାତି ୮ଟା ଯାଏ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିପାରିବେ। ୧୦ ବର୍ଷରୁ କମ୍‌ ବୟସର ପିଲା ଓ ୬୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କୁ ମନ୍ଦିର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ପ୍ରତିଦିନ ଶ୍ରଦ୍ଧାଳୁଙ୍କ କୋଭିଡ୍‌ ଟେଷ୍ଟ ହେବା ସହ ସେମାନେ ହାତ ସାନିଟାଇଜ କରି ମାସ୍କ ପିନ୍ଧି ମନ୍ଦିରକୁ ପ୍ରବେଶ କରିପାରିବେ। କିନ୍ତୁ ଭୋଗ ଧରି ମନ୍ଦିର ଭିତରକୁ ଯାଇପାରିବେ ନାହିଁ କି ପରିସରରେ କୌଣସି ପୂଜାର୍ଚ୍ଚନା କରିପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେବାୟତମାନେ ପୂର୍ବ ପରି ମନ୍ଦିରର ସମସ୍ତ ନୀତିକାନ୍ତି ସମାପନ କରିପାରିବେ ଓ ଏଥିରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ କହିଛନ୍ତି। ତେବେ ୪ମାସ ପରେ ମନ୍ଦିର ଖୋଲୁଥିବାରୁ ଶ୍ରଦ୍ଧାଳୁଙ୍କ ସମେତ ସେବାୟତମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri