୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌ କଟକଣା ମାନି ଶ୍ରଦ୍ଧାଳୁମାନେ ସକାଳ ୬ଟାରୁ ରାତି ୮ଟା ଯାଏ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିପାରିବେ। ୧୦ ବର୍ଷରୁ କମ୍‌ ବୟସର ପିଲା ଓ ୬୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କୁ ମନ୍ଦିର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ପ୍ରତିଦିନ ଶ୍ରଦ୍ଧାଳୁଙ୍କ କୋଭିଡ୍‌ ଟେଷ୍ଟ ହେବା ସହ ସେମାନେ ହାତ ସାନିଟାଇଜ କରି ମାସ୍କ ପିନ୍ଧି ମନ୍ଦିରକୁ ପ୍ରବେଶ କରିପାରିବେ। କିନ୍ତୁ ଭୋଗ ଧରି ମନ୍ଦିର ଭିତରକୁ ଯାଇପାରିବେ ନାହିଁ କି ପରିସରରେ କୌଣସି ପୂଜାର୍ଚ୍ଚନା କରିପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେବାୟତମାନେ ପୂର୍ବ ପରି ମନ୍ଦିରର ସମସ୍ତ ନୀତିକାନ୍ତି ସମାପନ କରିପାରିବେ ଓ ଏଥିରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ କହିଛନ୍ତି। ତେବେ ୪ମାସ ପରେ ମନ୍ଦିର ଖୋଲୁଥିବାରୁ ଶ୍ରଦ୍ଧାଳୁଙ୍କ ସମେତ ସେବାୟତମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନୃତ୍ୟରେ ଦୁଲୁକିଲା ଜନଜାତି ବୈଠକ, ସମ୍ୱର୍ଦ୍ଧିତ ହେଲେ ଛାତ୍ରୀ

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପରିସରରେ ଗୁରୁବାର ବ୍ଲକ ସ୍ତରୀୟ ଜନ ଜାତି ସମ୍ବାଦ ବୈଠକ ଅନୁଷ୍ଠିତ ହୋଇଥିଲା ।ଓଡିଶା ସରକାରଙ୍କ ୨ବର୍ଷ ପୂର୍ତ୍ତି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି ।…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ…

ବିଜେଡିରେ ସୁଜାତା ସାମିଲ ହେବା ପରେ ଶଙ୍ଖ ଭବନରୁ ଆସିଲା ବଡ଼ ଖବର: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୬: ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri