Posted inଜାତୀୟ

କେରଳରୁ ଆସିଲା ଧର୍ମାନ୍ତରିକରଣ ଅଭିଯୋଗ, ଝିଅ ନିଖୋଜ ହେବା ପରେ ବାପା ଆଣିଲେ ଏପରି ଅଭିଯୋଗ

ଥିରୁଭାନନ୍ତପୁରମ୍‌,୧୭।୭: ଦି କେରଲା ଷ୍ଟୋରି ପରି ସମାନ ଘଟଣା କେରଳରେ ସାମ୍ନାକୁ ଆସିଛି। ଫିଲ୍ମରେ ୩୨ହଜାର ଯୁବତୀଙ୍କ ଧର୍ମ ପରିବର୍ତ୍ତନ ବିଷୟରେ ଉଲ୍ଲେଖ କରାଯାଇଥିଲା। ଯେତେବେଳେ ସୁପ୍ରିମକୋର୍ଟରେ ଏହି ମାମଲା ପହଞ୍ଚିଲା। ନିର୍ଦ୍ଦୋକ ଏହାକୁ ୩ଜଣ ଯୁବତୀଙ୍କ କାହାଣୀ ବୋଲି କହିଥିଲେ। ବହୁ ବିବାଦ ଘେରରେ ଥିବାବେଳେ ଏହି ଫିଲ୍ମର ବିଷୟବସ୍ତୁ ତଥ୍ୟକୁ ନେଇ ବହୁ ଗବେଷଣା କରାଯାଇଥିଲା। ଶେଷରେ ପ୍ରମାଣିତ ହୋଇଥିଲା କି, ଧର୍ମ ପରିବର୍ତ୍ତନ କରି ମୁସଲମାନଙ୍କୁ ବିବାହ କରିବା ଏପରି ଘଟଣା କେରଳରେ ବହୁତ କମ୍‌ ଦେଖିବାକୁ ମିଳିଛି। ତଥ୍ୟ ଅନୁଯାୟୀ ସର୍ବମୋଟ୍‌ ୩ଜଣ ହିଁ ଧର୍ମ ପରିବର୍ତ୍ତନ କରିଛନ୍ତି।
ମାତ୍ର କେରଳରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ରାଜ୍ୟର ଜଣେ ବ୍ୟକ୍ତି ଦାବି କରିଛନ୍ତି ଯେ ତାଙ୍କ ଝିଅ ବନିତାଙ୍କୁ ଧର୍ମ ପରିବର୍ତ୍ତନ କରାଯାଇଛି। ଏବଂ ଜୋରଜବରଦସ୍ତି ବିବାହ କରାଯିବ। ତେବେ ଏନେଇ ବନିତାଙ୍କ ବାପା କେରଳ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି।

ଦାଖଲ ହୋଇଥିବା ଆବେଦନରେ ସେ ଅଭିଯୋଗ କରିଛନ୍ତି ଯେ, ତାଙ୍କ ଝିଅ ଜୁନ ୮ରୁ ନିଖୋଜ ଅଛନ୍ତି। ବନିତା ଫାହାଦ ନାମକ ଜଣେ ବ୍ୟକ୍ତିଙ୍କଠାରୁ ପ୍ରେରଣା ପାଇ ଧର୍ମ ପରିବର୍ତ୍ତନ କରିବେ। ଏକ ଜାତୀୟ ଗଣମାଧ୍ୟର ରିପୋର୍ଟ ଅନୁଯାୟୀ, ଯୁବକ ଜଣଙ୍କ ବନିତାଙ୍କ ବନ୍ଧୁ ଥିଲେ। ରିପୋର୍ଟ ଏହା ବି ଜଣାପଡିଛି କି, ବନିତାଙ୍କ ପରିବାର ପୁଅର ସମ୍ପୂର୍ଣ୍ଣ ଠିକଣା ଜାଣି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri