ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି ଆମ୍ବୁଲାନ୍ସ। ରୋଗୀ ଆଣିବାକୁ ଯିବା ବେଳେ ଆମ୍ବୁଲାନ୍ସରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବାବେଳେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ…

ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri