ରୋଗୀ ନେଇ ଯାଉଥିବାବେଳେ ଡିଭାଇଡରରେ ପିଟିହେଲା ଆମ୍ବୁଲାନ୍ସ

ଗଞ୍ଜାମ,୨୦ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନ ବଜାରଠାରେ ନୂତନ ଭାବେ ନିର୍ମାଣ ହୋଇଥିବା ଡିଭାଇଡରରେ ପିଟି ହୋଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। କିନ୍ତୁ ସେହି ଗାଡ଼ିରେ ବସିଥିବା ରୋଗୀ କିମ୍ବା ତାଙ୍କ ସମ୍ପର୍କୀୟ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଶୁକ୍ରବାର ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳବାସୀଙ୍କ ଠାରୁ ସୂଚନା ମିଳିଛି। ଉକ୍ତ ଆମ୍ବୁଲାନ୍ସ ନଂ ଓଡି ୦୨ ବିଜେ ୯୭୦୧ ବ୍ରହ୍ମପୁର ଆଡୁ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି କିନ୍ତୁ କେଉଁଠାର ଆମ୍ବୁଲାନ୍ସ କେଉଁ ଗ୍ରାମର ରୋଗୀଙ୍କୁ ନେଇ ଆସୁଥିଲା ତାହା ଜଣାପଡ଼ିନି। ଅନ୍ୟପକ୍ଷରେ ୧୦୮ ସହ ଆମର କିଛି ସମ୍ପର୍କ ନାହିଁ କିମ୍ବା କୌଣସି ରିପୋର୍ଟ ଆମ ପାଖକୁ ଆସିନି ବୋଲି ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଆୟୁଷ ଡାକ୍ତର ବନୋଜକାନ୍ତ କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ବଳୟରେ ପାକ୍ସ ସମ୍ପାଦକ

ଯାଜପୁର ଅଫିସ,୧୯।୭: ରାଜ୍ୟର ୧୪୦ ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) ଓ ଲାର୍ଜ ଏରିଆ ମଲ୍‌ଟିପରପୋଜ୍‌ ସୋସାଇଟି (ଲାମ୍ପସ୍‌)ର ୧୭୪ ଜଣ ଅଧିକାରୀ ଓ...

କୃତ୍ରିମ ଗୋଡ଼ ପାଇଁ ଠକୁଛି କମ୍ପାନୀ

ଏମ୍‌ଭି ୭୯,୭ା୩(ଡି.ଏନ୍‌.ଏ.): ନାବାଳକ ରାଜୀବ ବାଛାଡ଼ ଘରର ଦୁଃଖ କଷ୍ଟ ଦୂର କରିବାକୁ କମ୍‌ ବୟସରେ ପଥର ଖାଦାନରେ କାମ କରୁଥିଲେ। ମାତ୍ର ସାମାନ୍ୟ ଭୁଲ୍‌...

ପ୍ରଥମ ନୀଳାଚଳ ଅବଢ଼ା ବାହାରିଲା

ପୁରୀ ଅଫିସ,୨୫।୭: ମହାବାହୁଙ୍କ ପ୍ରଥମ ନୀଳାଚଳ ଅବଢ଼ା ଶନିବାର ବାହାରିଛି। ଏଥର ପାଖାପାଖି ୧୦ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଅବଢ଼ା ପ୍ରସ୍ତୁତ ହୋଇଥିଲା। ସାଧାରଣତଃ ନୀଳାଚଳ ଅବଢ଼ା...

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ...

କାଳବୈଶାଖୀରେ ଭାଙ୍ଗିଲା ଘର, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର...

୬ କରୋନା ଆକ୍ରାନ୍ତ ଚିହ୍ନଟ : ନର୍ସିଂହୋମ୍‌ ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୪ା୭-କଟକ ସହର ଚାଉଳିଆଗଞ୍ଜସ୍ଥିତ ଏକ ନର୍ସିଂହୋମ୍‌ରୁ ଶୁକ୍ରବାର ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶନିବାର ସିଏମ୍‌ସି ସେହି ନର୍ସିଂହୋମ୍‌କୁ ସିଲ୍‌ କରିଛି। ସରକାରଙ୍କ...

ପଙ୍ଗପାଳ ଆଗମନ ଆଶଙ୍କା : ପରିବା କ୍ଷେତରେ ବିଶୋଧନ ଜାରୀ

କେନ୍ଦୁଝର, ୩ା୬ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଜାରିରହିଥିବା ଲକ୍‌ ଡାଉନ ଜିଲାର ପରିବା ଚାଷୀଙ୍କୁ ଅଭାବୀ ବିକ୍ରି ଭଳି ଦୁର୍ଦ୍ଦଶା ଭିତରକୁ ଠେଲି ଦେଇଥିବା...

ଚଢ଼ା ଦରରେ ସାର ବିକ୍ରି: ଚିନ୍ତାରେ ଚାଷୀ

ମହାକାଳପଡ଼ା, ୩୦ା୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୋଟ ଚାଷ ଜମି ୨୮,୫୦୦ ହେକ୍ଟରରୁ ଅଧିକ। ସେଥିମଧ୍ୟରୁ ୨୪ ହଜାର ହେକ୍ଟରରୁ ଅଧିକ ଜମିରେ ଖରିଫ ଧାନ...

Advertisement
Archives

Model This Week