ଟ୍ରାଫିକ୍‌ରେ ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୦।୪(ସ୍ବ.ପ୍ର.) : କେନ୍ଦୁଝର ସହର ମାଇନିଂ ରୋଡ ରାସ୍ତାରେ ସୋମବାର ଏକ ଆମ୍ବୁଲାନ୍ସ ରାସ୍ତାରେ ଅଧଘଣ୍ଟା ଧରି ଫସିରହିବା ଘଟଣା ସହରରେ ଟ୍ରାଫିକ୍‌ ବ୍ୟବସ୍ଥାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଆମ୍ବୁଲାନ୍ସଟି ପାଟଣା ଅଞ୍ଚଳରୁ ଜଣେ ଗୁରୁତର ରୋଗୀଙ୍କୁ ନେଇ କେନ୍ଦୁଝର ଜିଲା ମୁଖ୍ୟ ଚିକିସତ୍ାଳୟକୁ ଯାଉଥିବା ବେଳେ ମାଇନିଂ ରୋଡ ରାସ୍ତାରେ ଜାମ୍‌ରେ ଅଟକି ଯାଇଥିଲା।ତେବେ ସ୍ଥାନୀୟ ଲୋକଙ୍କ ସହଯୋଗରେ ଟ୍ରାଫିକ୍‌ ନିୟନ୍ତ୍ରଣ ହେବା ପରେ ରାସ୍ତା ସ୍ବାଭାବିକ ହୋଇଥିଲା ଏବଂ ଆମ୍ବୁଲନ୍ସ ମେଡିକାଲକୁ ଯାଇଥିଲା।  ଏହି ରାସ୍ତାରେ ବିନା ପାର୍କିଂରେ ରାସ୍ତାକୁ ଲାଗି ବହୁ ସଂଖ୍ୟାରେ ବ୍ୟବସାୟିକ କୋଠା ଘର ନିର୍ମାଣ ହୋଇଛି। ତେବେ ଦୋକାନ ବଜାରକୁ ଆସୁଥିବା ଗ୍ରାହକମାନେ ରାସ୍ତା ଉପରେ ଗାଡି ରଖୁଛନ୍ତି। ଫଳରେ ଶହ ଶହ ସଂଖ୍ୟାରେ ଗାଡି ରାସ୍ତାରେ ରହୁଥିବାରୁ ରାସ୍ତା ସଙ୍କୁଚିତ ହୋଇ ଦୈନନ୍ଦିନ ଯାତାୟାତରେ ସମସ୍ୟା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri