୯ରୁ ୨ଟା ଯାଏ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସ୍ବାଭାବିକ ଭାବେ ଜୁନ୍‌ ୨୭ରୁ ମାର୍ଚ୍ଚ ୩୧ ମଧ୍ୟରେ ସକାଳ ୯ଟାରୁ ମଧ୍ୟାହ୍ନ ୨ଟା ଯାଏ ଖୋଲା ରହିବ। ସେହିପରି ଏପ୍ରିଲ ପହିଲାରୁ ଜୁନ୍‌ ୨୬ ତାରିଖ ମଧ୍ୟରେ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ। ତେବେ ସ୍କୁଲ ସମୟ ସ୍ବାଭାବିକ ଭାବେ ସକାଳ ୭ଟାରୁ ୧୨ଟା ଓ ଖରାଦିନେ ସକାଳ ୬ଟାରୁ ୧୧ଟା ଧାର୍ଯ୍ୟ କରାଯାଇଛି। ଏ ନେଇ ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଉକ୍ତ ସମୟ ଅନୁଯାୟୀ ଅଙ୍ଗନଓ୍ବାଡ଼ି କାର୍ଯ୍ୟ ପରିଚାଳନା ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟସିପି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri