ବିନା ଭକ୍ତରେ ଶେଷ ହେଲା ବୁଢ଼ାରଜାଙ୍କ ବାର୍ଷିକ ଦଶହରା

କୋକସରା,୨୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିଠାରେ ବୁଢ଼ାରଜାଙ୍କ ବାର୍ଷିକ ଦଶହରା ଉତ୍ସବ ବିନା ଭକ୍ତରେ ଶେଷ ହୋଇଛି। କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ତଳେ ଅବସ୍ଥିତ ଆରାଧ୍ୟ ଦେବତା ବୁଢ଼ାରଜାଙ୍କ ଦଶହରା ପର୍ବ ଶନିବାର ନିରାଡ଼ମ୍ବରରେ ପାଳିତ ହୋଇଛି। ବିଗତ ବର୍ଷଗୁଡ଼ିକରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେଉଥିବା ବେଳେ ଗତବର୍ଷ ଠାରୁ କୋଭିଡ କଟକଣା ଯୋଗୁଁ ବିନା ଭକ୍ତରେ ବୁଢ଼ାରଜାଙ୍କ ବାର୍ଷିକ ଦଶହରା ପାଳନ ହେଉଛି। ଚଳିତ ବର୍ଷ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ଶନିବାର ସକାଳ ୬ ରୁ ରବିବାର ଦିନ ୧୨ ଘଣ୍ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିଥିଲା। ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ଧିରଜ କୁମାର ଚୋପଦାରଙ୍କ ନେତୃତ୍ୱରେ ପୋଲିସ କର୍ମୀଙ୍କ ସହ ଆଇଆରବି ଯବାନ ମୁତୟନ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri