ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ ଜୁନ ୨୮ତାରିଖ ସକାଳୁ ଦେହାନ୍ତ ଘଟିଥିଲା।ଶୁକ୍ରବାର ତାଙ୍କ ଏକାଦଶ ଅବସର ରେ ମଲ୍ଲିପୋଷି ସ୍ଥିତ ବାସ ଭବନ ରେ ସ୍ମ୍ତତି ସଭା ଆୟୋଜିତ ହୋଇଥିଲା।ଆୟୋଜିତ ସ୍ମୃତି ସଭା ଖବର ଦାତା ସଂଜୟ ସାହୁ ଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା । ସଭା ଆରମ୍ଭ ରେ ଗୀତା ପାଠ ଓ ନୀରବ ପ୍ରାର୍ଥନା ହୋଇଥିଲା।
ରବୀନ୍ଦ୍ର ବାବୁ ଜଣେ ଅଞ୍ଚଳ ର ଆଦର୍ଶ ଶିକ୍ଷକ ସହ ମିଷ୍ଟଭାଷୀ,ପରୋପକାରି, ଅମାୟୀକ, ବନ୍ଧୁ ବତ୍ସଳ ବ୍ୟକ୍ତିସହ ଅବସର ପରେ ସେ ନିଜକୁ ବହୁ ବିଧ ସାମାଜିକ କଲ୍ୟାଣ ରେ ନିୟୋଜିତ କରିଥିଲେ। ତାଙ୍କ ଉଦ୍ୟମ ରେ ମଲ୍ଲି ପୋଷି ହାଇସ୍କୁଲ୍ , ଵ୍ୟାଙ୍କ ପ୍ରତିଷ୍ଠା,ଲକ୍ଷ୍ମୀ ପୂଜା, ନାମ ଯଜ୍ଞ ଅନୁଷ୍ଠାନ, ପାଟଣା ରେ ଶିକ୍ଷକ ସଂଘ ଭବନ ନିର୍ମାଣ ଆଦି ବହୁ ମୁଖୀ ଉନ୍ନୟନ କାର୍ଯ୍ୟ ହୋଇଥିଲା ବୋଲି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘ ଜିଲା ସଂପାଦକ କମଳା କାନ୍ତ ପତି, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଙ୍କ ପାଟଣା ବ୍ଲକ୍ ପ୍ରତିନିଧି କମଳା କାନ୍ତ ଦାଶ, ଅବସର ପ୍ରାପ୍ତ ବର୍ଷୀୟାନ ଶିକ୍ଷକ ବଳଭଦ୍ର କର, ଶିକ୍ଷାବିତ କୈଳାସ ଚନ୍ଦ୍ର ବାରିକ,ସନାତନ ଦାଶ, କଂଗ୍ରେସ ଲୋକସଭା ପ୍ରାର୍ଥୀ ଇଁ ବିନୋଦ ବିହାରି ନାଏକ, ଅବସରପ୍ରାପ୍ତ ଏ ବି ଈ ଓ ଧରଣିଧର ଦାସ ,ସାମାଜିକ କର୍ମୀ ବିଦ୍ୟାଧର ମହାନ୍ତ, ପ୍ରମୁଖ ଉପସ୍ଥିତ ରହି ରବୀନ୍ଦ୍ର ବାବୁ ଙ୍କ ବହୁବିଧ ପ୍ରତିଭା ଉପରେ ଆଲୋକ ପାତ କରିଥଲେ। ଏହି ଅବସର ରେ ପାଟଣା ର ଅବସର ପ୍ରାପ୍ତ ସରକାରି କର୍ମ ଚାରି ସଂଘ୍ ତରଫରୁ ରବୀନ୍ଦ୍ରଙ୍କ ଉଦ୍ଦେଶ୍ୟ ରେ ତାଙ୍କ ଏକ ମାତ୍ର ପୁତ୍ର ଶିକ୍ଷାବିତ ପାର୍ଥସାରଥୀ ଵେଜ ଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ଏହାପରେ ଭଜନ ସାମରୋହ ଅନୁଷ୍ଠିତ ହୋଇଥିଲା

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri