ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଦୀର୍ଘ ୨୧ ବର୍ଷ ଧରି ଦୁର୍ନୀତିକୁ ପ୍ରୋତ୍ସାହିତ କରିଆସୁଥିବା ବିଜେଡି ସରକାର ବର୍ତ୍ତମାନ ଏହା ବିରୋଧରେ ସ୍ବର ଉଠାଇବା ଅତ୍ୟନ୍ତ ହାସ୍ୟାସ୍ପଦ ବୋଲି ଭାଜପା କଟାକ୍ଷ କରିଛି। ବିଜେଡି ଭ୍ରଷ୍ଟାଚାର ବିରୋଧୀ କଥା କହିବା ଲଙ୍କାରେ ହରିଶଦ୍ଦ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିିଛନ୍ତି ା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ପାଇବା ପାଇଁ ରାଜ୍ୟ ସରକାର ରେଷ୍ଟୁରାଣ୍ଟର ମେନ୍ୟୁ କାର୍ଡ ପରି ଭ୍ରଷ୍ଟାଚାରର ରେଟ୍ ଚାର୍ଟ ତିଆରି କରିଛନ୍ତି। ବିଜେଡି ବିଧାୟକ ଓ ମନ୍ତ୍ରୀମାନେ ଅଜଣା ଲୋକଙ୍କ ନାଁରେ ବେନାମୀ ସମ୍ପତ୍ତିି କିଣିବା ଆରମ୍ଭ କରିଥିବା ସେ କହିଛନ୍ତି।
କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…
ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ
ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…
ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ
ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…
୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି
ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…
ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…
ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…
ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…
ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…
ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ
ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…
OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…
Archives

