ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ ଏହି କ୍ଷେପଣାସ୍ତ୍ର ବ୍ୟବହାର କରାଯିବ। ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଏହି କ୍ଷେପଣାସ୍ତ୍ରକୁ ଭାରତରେ ପ୍ରସ୍ତୁତ କରାଯାଇଛି। ଏହା ୪ କି.ମି. ଦୂରତା ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ। ଶତ୍ରୁ ପକ୍ଷର ଯେକୌଣସି ଟ୍ୟାଙ୍କକୁ ଏହା ନିମିଷକ ମଧ୍ୟରେ ଧ୍ୱଂସ କରିବାର କ୍ଷମତା ରଖିଛି। ସୂଚନାଯୋଗ୍ୟ ଯେ, ହେଲିକପ୍ଟରରୁ ଲଞ୍ଚ୍‌ କରାଯାଇପାରୁଥିବା ‘ନାଗ’କ୍ଷେପଣାସ୍ତ୍ର (ହେଲିନା)କୁ ଏବେ ‘ଧ୍ରୁବାସ୍ତ୍ର’ ଆଣ୍ଟି ଟ୍ୟାଙ୍କ କ୍ଷେପଣାସ୍ତ୍ର ନାମରେ ନାମିତ କରାଯାଇଛି। ବିନା ହେଲିକପ୍ଟରରେ ଆଇଟିଆର୍‌ ପରିସରରେ ଥିବା ଲଞ୍ଚ ପ୍ୟାଡ୍‌ରୁ ସମୁଦ୍ର ଗର୍ଭକୁ ଗତ ୧୫ ଓ ୧୬ ତାରିଖରେ ଏହାର ପରୀକ୍ଷଣ ହୋଇଥିଲା। ଏହାର ଭିଡ଼ିଓ ବୁଧବାର ଶେୟାର ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri