ଆଗରପଡ଼ାରେ ହେଲା ଆଣ୍ଟିଜେନ୍‌ ଟେଷ୍ଟ: ଜାଣନ୍ତୁ କେତେ ହେଲେ ପଜିଟିଭ୍‌

ବନ୍ତ,୧୬।୮(ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶନିବାର କରୋନା ପରୀକ୍ଷଣ କ୍ୟାମ୍ପ ପଡ଼ଇଥିଲା। ଏଥିରେ ୪୯ ଜଣଙ୍କର ଆଣ୍ଟିଜେନ୍‌ ପରୀକ୍ଷା କରାଯାଇଥିଲାା ସେଥିମଧ୍ୟରୁ ଗୋପିନାଥପୁର ପଞ୍ଚାୟତ ଅଧୀନ ଶ୍ରୀରାମପୁରରେ ୩ ଓ ବଡ଼ସନ୍ଦାଡୋରେ ୨ ଜଣ ପଜିଟିଭ୍‌‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩...

ମୋବାଇଲ ହେଲା କାଳ: ବଡ଼ ଭାଇର ଠେଙ୍ଗା ମାଡ଼ରେ ଚାଲିଗଲା ସାନ ଭାଇର ଜୀବନ

ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ...

ପହଞ୍ଚତ୍ପାରୁନି ପାଇପ୍‌ ପାଣି

ବଅଁରପାଳ,୧୧ା୩(ଡି.ଏନ.ଏ.) ଗ୍ରାମାଞ୍ଚଳର ପ୍ରତି ଘରକୁ ପାଇପ୍‌ ପାଣି ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଚାଲିଛି। ସେଥିପାଇଁ ପଞ୍ଚାୟତଗୁଡ଼ିକରେ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବଡ଼...

ପୁଅର ସମାଧି ଉପରେ ପୂଜାର୍ଚ୍ଚନା, ଗୁଣିଗାରେଡି ସନ୍ଦେହ କଲେ ବାପା

ପାଟଣାଗଡ଼,୧୩ା୯ (ଡି.ଏନ.ଏ.): ବିଜ୍ଞାନର ଢେର ଅଗ୍ରଗତି ଘଟିଛି। ଅନ୍ଧବିଶ୍ୱାସ, କୁସଂସ୍କାର ଦୂର ହୋଇଛି ବୋଲି ପ୍ରଚାର ଚାଲିଛି । ହେଲେ ଆଜି ବି ଗୁଣିଗାରେଡି ପ୍ରତି...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ...

ପାଳିକରି ରୋଗୀ, ପ୍ରସୂତିଙ୍କୁ ଭାରରେ ବୋହୁଛନ୍ତି ଗ୍ରାମବାସୀ

ଦଶମନ୍ତପୁର, ୧।୧୧(ଡି.ଏନ୍‌.ଏ.):କେନ୍ଦ୍ର ଓ ରାଜ୍ୟ ସରକାର ନିରୀହ ଗରିବ ଶ୍ରେଣୀର ଆଦିବାସୀଙ୍କ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କୁ ଏହାର ସୁବିଧା ଯେପରି ମିଳିବ ସେ...

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ଅବହେଳା ଅଭିଯୋଗ: ଖରାରେ ଛିଡ଼ା ହେବାରୁ ଅଭିଭାବକ-କର୍ତ୍ତୃପକ୍ଷ ମୁହାଁମୁହିିଁ

ବ୍ରହ୍ମପୁର ଅଫିସ,୨୦ା୫-ଗୋପାଳପୁର ରୋଡ ତଥା ଡୁରା ନିକଟସ୍ଥ ବ୍ରହ୍ମପୁର ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ବିଏସ୍‌ଇଟି)ରେ ରବିବାର ଉତ୍ତେଜନା ଦେଖାଦେଇଛି। ବିଏସ୍‌ଇଟିରେ ଓୟୁଏଟି ପରୀକ୍ଷା ପାଇଁ...

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ...

Advertisement
Archives

Model This Week