Posted inଜାତୀୟ

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି। ଏହାରି ଭିତରେ ଗୁଜୁରାଟ ପାଇଁ ଆପ୍‌ର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଅରବିନ୍ଦ କେଜରିଓ୍ବାଲଙ୍କ ନାମ ପ୍ରଥମରେ ରହିଛି। ଏହା ବ୍ୟତୀତ ସୁନୀତା କେଜରିଓ୍ବାଲ, ସଞ୍ଜୟ ସିଂ, ରାଘବ ଚଢା, ସୌରଭ ଭରଦ୍ୱାଜ, ଆତିଶୀ ଏବଂ ସନ୍ଦୀପ ପାଠକ, ଭାଗବତ ମାନ, ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ ମଧ୍ୟ ରହିଛନ୍ତି।

ଏହି ତାଲିକା ବାହାରିବା ପରେ ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି । କାରଣ ତିହାର ଜେଲରେ ଥିବା ଦଳର ମୁଖ୍ୟ ତଥା ସିଏମ କେଜରିୱାଲଙ୍କ ନାଁ ମଧ୍ୟ ଏହି ତାଲିକାରେ ଅନ୍ତର୍ଭୁକ୍ତ ହୋଇଛି। ସେ ଜେଲରେ ଥିବାବେଳେ ଗୁଜୁରାଟରେ ଦଳ ପାଇଁ କିପରି ପ୍ରଚାର କରିବେ ବୋଲି ପ୍ରଶ୍ନ ଉଠିଛି। ତାଲିକାରେ ଦଳ ମୋଟ ୪୦ଜଣଙ୍କ ନାମ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri