ବଢିଲା ଏକକ ୟୁଜି ପ୍ରବେଶିକା ପରୀକ୍ଷାର ଆବେଦନ ଅବଧି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକ ନାମଲେଖା ପାଇଁ ଏକକ ୟୁଜି ପ୍ରବେଶିକା ପରୀକ୍ଷା (ସିୟୁଇଟି)ର ଆବେଦନ ଅବଧି ପୁଣି ବଢିଛି । ଛାତ୍ରୀଛାତ୍ର ଆସନ୍ତା ୩୧ ତାରିଖ ରାତି ୯ଟା ଯାଏ ଅନଲାଇନ୍‌ରେ ଆବେଦନ କରିପାରିବେ । ସେହିଦିନ ମଧ୍ୟରାତ୍ରି ଯାଏ ସେମାନେ ଫି’ ଦାଖଲ କରିପାରିବେ । ସେହିପରି ୩୧ ଯାଏ ଛାତ୍ରୀଛାତ୍ର ନାମଲେଖାରେ ତ୍ରୁଟି ସଂଶୋଧନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି)...

ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା

ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର...

ସିକ୍ୟୁରିଟି ଗାର୍ଡ ଦେଉଛନ୍ତି ରୋଗୀଙ୍କୁ ଇଞ୍ଜେକ୍‌ଶନ

ନାଉଗାଁ,୧।୯(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ରହିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ୫ଟି ପଞ୍ଚାୟତର ୨୫...

ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନ ପାଇଲା କବି ବ୍ରଜନାଥ ରଥଙ୍କ ତୈଳଚିତ୍ର

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱରର ବିଶିଷ୍ଟ କବି ବ୍ରଜନାଥ ରଥଙ୍କର ତୈଳଚିତ୍ର ମଙ୍ଗଳବାର ଶ୍ରୀ ରାମଚନ୍ଦ୍ର ଭବନରେ ସ୍ଥାନୀତ ହୋଇଛି।  ଏହି ଅବସରରେ ଆୟୋଜିତ ସଭାରେ ଉତ୍କଳ...

ସୈନିକ ସ୍କୁଲରେ ହେବ ୧୦୦ ବେଡ୍‌ ଛାତ୍ରୀ ନିବାସ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ...

ବାଟହୁଡ଼ା ଉଜ୍ଜ୍ୱଳା ଯୋଜନା: ମିଳୁନି ଏଲ୍‌ଇଡି ବଲ୍‌ବ: କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ସବୁ ଘରକୁ ବିଦ୍ୟୁତ୍‌ ସଂଯୋଗ ସହ ଏଲଇଡି ବଲ୍‌ବ। ଘର ପିଛା ୧୦ ଏଲ୍‌ଇଡି ବଜାର ମୂଲ୍ୟଠାରୁ ଅଧା ଦାମରେ ମିଳିବ। କେନ୍ଦ୍ର ସରକାରଙ୍କ...

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ...

ସବୁ ଛାତ୍ରୀନିବାସ ଲାଗି ୩ ହଜାର ମାଟ୍ରନ ପଦବୀ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ଲାଗି ରାଜ୍ୟ ସରକାରଙ୍କ ଏସ୍‌ସି ଆଣ୍ଡ ଏସ୍‌ଟି ଉନ୍ନୟନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି।...

Advertisement
Archives

Model This Week