ଗର୍ଲଫ୍ରେଣ୍ଡଙ୍କୁ ସମସ୍ତଙ୍କ ସାମ୍ନାରେ ଚୁମ୍ବନ ଦେଲେ ଆର୍ଜେଣ୍ଟିନା ରାଷ୍ଟ୍ରପତି: ଭିଡିଓ ଭାଇରାଲ୍‌

ବୁନେରସ୍‌ ଆରାଇସ୍‌,୨।୧: ଆଜିକାଲି ଆର୍ଜେଣ୍ଟିନାର ନୂତନ ରାଷ୍ଟ୍ରପତି ଜାଭିୟର୍‌ ମିଲି ଚର୍ଚ୍ଚାରେ ଅଛନ୍ତି। ସେ ଏକ ସାର୍ବଜନୀନ ପ୍ଲାଟଫର୍ମରେ ଏପରି କାର୍ଯ୍ୟ କରିଛନ୍ତି, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ମିଲି ନିଜ ଗର୍ଲଫ୍ରେଣ୍ଡକୁ ଏକ ସର୍ବସାଧାରଣ ମଞ୍ଚରେ ଚୁମ୍ବନ ଦେଇଥିଲେ। ଏହାପୂର୍ବରୁ ଯେତେବେଳେ ନଭେମ୍ବରରେ ରାଷ୍ଟ୍ରପତି ପଦ ପାଇଁ ଭୋଟ ହୋଇଥିଲା, ସେତେବେଳେ ତାଙ୍କୁ ସମାନ ଶୈଳୀରେ ଦେଖିବାକୁ ମିଳିଥିଲା।
ରାଷ୍ଟ୍ରପତି ମିଲିଙ୍କ ଗର୍ଲଫ୍ରେଣ୍ଡ ଫାତିମା ଫ୍ଲୋରେଜ ଜଣେ ହାସ୍ୟ ଅଭିନେତ୍ରୀ ଏବଂ ସେ ବହୁତ ପ୍ରସିଦ୍ଧ। ସେ ତାଙ୍କ ପୂର୍ବତନ ସ୍ବାମୀଙ୍କଠାରୁ ଅଲଗା ହୋଇ ବର୍ତ୍ତମାନ ରାଷ୍ଟ୍ରପତି ମିଲିଙ୍କ ସହ ସମ୍ପର୍କ ରଖିଛନ୍ତି। କୁହାଯାଏ ଯେ ସେମାନଙ୍କର ପ୍ରେମ କାହାଣୀ ଇନଷ୍ଟାଗ୍ରାମରୁ ଆରମ୍ଭ ହୋଇଥିଲା ଏବଂ ପରେ ଦୁହେଁ ନିଜ ସମ୍ପର୍କକୁ ସାର୍ବଜନୀନ କରିଥିଲେ। ଏହି ଭାଇରାଲ ଭିଡିଓ ସୋସିଆଲ ମିଡିଆରେ @ElonMuskAOC ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ଏହି ଭିଡିଓକୁ ଏପର୍ଯ୍ୟନ୍ତ ୧ ମିଲିୟନରୁ ଅଧିକ ଲୋକ ଦେଖିଛନ୍ତି। ଗତ ଶୁକ୍ରବାର ରାଷ୍ଟ୍ରପତି ମିଲି ତାଙ୍କ ଗର୍ଲଫ୍ରେଣ୍ଡ ଫାତିମା ଫ୍ଲୋରେଜଙ୍କ ସହ ଏକ କନ୍ସର୍ଟକୁ ଯାଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ ସେ ନିଜ ଗର୍ଲଫ୍ରେଣ୍ଡକୁ ଚୁମ୍ବନ ଦେଇଥିଲେ, ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri