ଅହଂକାରୀ ଅଜୟ ପଡ଼ିଥିଲେ ଏହି ଅଭିନେତ୍ରୀଙ୍କ ପ୍ରେମରେ

ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ କପଲଙ୍କ ମଧ୍ୟରେ ଅନ୍ୟତମ। ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ଉଭୟ ବିବାହ କରିଥିଲେ। ଅଜୟଙ୍କ ପ୍ରଥମ ଚଳଚ୍ଚିତ୍ର ସୁପରହିଟ ଥିଲା। ଏଥି ସହିତ କାଜଲଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ମଧ୍ୟ ସାମିଲ କରାଯାଇଥିଲା। ମାତ୍ର ଉଭୟ ଗୁଣ୍ଡାରାଜ୍‌ ଶେଟ୍‌ରେ ପରସ୍ପରକୁ ଭେଟିଥିଲେ।
ଅଜୟ ସେତେବେଳେ କାହା ସହିତ ଅଧିକ କଥା ହେଉ ନ ଥିଲେ। ସେଠାରେ ଲୋକମାନେ ତାଙ୍କୁ ଅହଂକାରୀ ମନେ କରୁଥିଲେ। କିନ୍ତୁ ସେ କାଜଲଙ୍କ ସହ କଥା ହେବା ଆରମ୍ଭ କଲେ। ଦୁହେଁ ପରସ୍ପରକୁ ଡେଟ୍‌ କଲେ। ଏହା ପରେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri