ଅହଂକାରୀ ଅଜୟ ପଡ଼ିଥିଲେ ଏହି ଅଭିନେତ୍ରୀଙ୍କ ପ୍ରେମରେ

ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ କପଲଙ୍କ ମଧ୍ୟରେ ଅନ୍ୟତମ। ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ଉଭୟ ବିବାହ କରିଥିଲେ। ଅଜୟଙ୍କ ପ୍ରଥମ ଚଳଚ୍ଚିତ୍ର ସୁପରହିଟ ଥିଲା। ଏଥି ସହିତ କାଜଲଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ମଧ୍ୟ ସାମିଲ କରାଯାଇଥିଲା। ମାତ୍ର ଉଭୟ ଗୁଣ୍ଡାରାଜ୍‌ ଶେଟ୍‌ରେ ପରସ୍ପରକୁ ଭେଟିଥିଲେ।
ଅଜୟ ସେତେବେଳେ କାହା ସହିତ ଅଧିକ କଥା ହେଉ ନ ଥିଲେ। ସେଠାରେ ଲୋକମାନେ ତାଙ୍କୁ ଅହଂକାରୀ ମନେ କରୁଥିଲେ। କିନ୍ତୁ ସେ କାଜଲଙ୍କ ସହ କଥା ହେବା ଆରମ୍ଭ କଲେ। ଦୁହେଁ ପରସ୍ପରକୁ ଡେଟ୍‌ କଲେ। ଏହା ପରେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାକୁ ଆଲିଙ୍ଗନ କଲେ ସଲମାନ, ଲେଖିଲେ ଏମିତି…

ମୁମ୍ବାଇ: ବିଗ୍‌ ବସ୍‌ ସିଜନ-୧୫କୁ ନେଇ ଚର୍ଚ୍ଚାରେ ରହୁଥିବା ଅଭିନେତା ସଲମାନ ଖାନ ସୋସିଆଲ ମିଡିଆରେ ଏକ ନୂଆ ଫଟୋ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ...

ଅଭିଷେକଙ୍କ ସହ ଫଟୋ ଶେୟାର କରି ଏମିତି ଲେଖିଲେ ଭଉଣୀ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନ ନିକଟରେ ସେମାନଙ୍କ ବଙ୍ଗଳାରେ ଏକ ଗ୍ରାଣ୍ଡ ଦିଓ୍ବାଲୀ ପାର୍ଟି କରିଥିବା ଦେଖିବାକୁ ମିଳିଥିଲା। ଏହି...

ଏୟାର ପୋର୍ଟରେ ମେକ୍‌ଅପ୍‌ ନେଲେ କରିନା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖାଯାଇଛି ସେ ଏକ ବିମାନ ବନ୍ଦରରେ ମେକ୍‌ଅପ୍‌...

ପାକିସ୍ତାନ ବିପକ୍ଷରେ ଭାରତର ବିଜୟକୁ ନେଇ ଏମିତି ଟୁଇଟ୍‌ କଲେ ସଲମାନ

ଚଳିତ ଆଇସିସି ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ...

ପ୍ରେମିକାଙ୍କ ପାଇଁ ଦିଲ୍ଲୀରେ ମାଡ଼ ଖାଇଥିଲେ ଶାହାରୁଖ; ସ୍ତ୍ରୀ ଗୌରୀଙ୍କୁ ଆଜି ବି କୁହନ୍ତି ଭାଉଜ, କାରଣ ଜାଣିଲେ…

ବମ୍ବେ: ସଂଘର୍ଷର ଅନ୍ୟନାମ ସଫଳତା। ଜୀବନରେ ଯିଏ ସଂଘର୍ଷ କରିଛି ସେ ଦିନେ ନା ଦିନେ ସଫଳତାର ସ୍ବାଦ ଚାଖିଛି। ସେଭଳି ଜଣେ ବଲିଉଡ ସୁପରଷ୍ଟାର...

ରିଲିଜ୍‌ ପୂର୍ବରୁ ବିଦେଶରେ ବମ୍ପର ରୋଜଗାର କଲା ‘ପଠାନ’

ବଲିଉଡର ମେଗା ସୁପରଷ୍ଟାର ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘ପଠାନ’କୁ ନେଇ ଦର୍ଶକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ରିଲିଜ୍‌ ପୂର୍ବରୁ ଏହି ଫିଲ୍ମ ଅଗ୍ରୀମ...

ବିଦେଶ ଯିବାକୁ ରିଆଙ୍କୁ ମିଳିଲା ଅନୁମତି

ମୁମ୍ବାଇ,୧ ।୬: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତିଙ୍କୁ ସମାନ୍ୟ ଆଶ୍ୱସ୍ତି ମିଳିଛି...

ପ୍ରିୟଙ୍କାଙ୍କ ଖୁଲାସା,କେବଳ ଜଣେ ବ୍ୟକ୍ତି ନିକ୍‌ଙ୍କଠାରୁ ମୋତେ ଚୋରି କରିନେବ, ସେ ହେଉଛନ୍ତି…

ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିକ ଜୋନାସଙ୍କୁ ବିବାହ ପରେ ତାଙ୍କ ବ୍ୟକ୍ତିଗତ ଜୀବନୀକୁ ନେଇ ଚର୍ଚ୍ଚା ଲାଗିରହିଛି। ପ୍ରାୟତଃ ଉଭୟଙ୍କ ଫଟୋ ସୋସିଆଲ...

Advertisement
Archives

Model This Week