୫ ଘଣ୍ଟା ଫସିଲେ କଳାହାଣ୍ଡିର କଳାକାର

ଭବାନୀପାଟଣା,୨୮।୧: ନୂଆଦିଲ୍ଲୀଠାରେ ୨୬ ତାରିଖରେ କୃଷକ ସଂଗଠନ ପକ୍ଷରୁ ଟ୍ରାକ୍ଟର ରାଲି ବେଳେ ବ୍ୟାପକ ହିଂସା ଏବଂ ଭଙ୍ଗାରୁଜା ଯୋଗୁ ରାସ୍ତାରେ ୫ ଘଣ୍ଟା ଫସି ରହିଥିଲେ କଳାହାଣ୍ଡି ଜିଲାର ବଜାଶାଲ କଳାକାର। ଶେଷରେ ପୋଲିସ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାପରେ କଳାକାରମାନେ ରହୁଥିବା ସ୍ଥାନକୁ ଫେରିଥିଲେ। ଅନ୍ୟପକ୍ଷେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କଳାକାରମାନଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜଣାଇବା ସହିତ ସମସ୍ତ ସହଯୋଗ କରିବାକୁ ପ୍ରତିିଶୃତି ଦେଇଥିଲେ। ଅପରପକ୍ଷେ ବିଜେଡି ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ମଧ୍ୟ କଳାକାରମାନଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜ୍ଞାପନ କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?