ବେରୋଜଗାର ଯୋଗୁ ଡିପ୍ରେଶନରେ ଏହି କଳାକାର

କରୋନା ଭାଇରସ ଯୋଗୁ ସମଗ୍ର ଦେଶରେ ଆର୍ଥିକ ସମସ୍ୟା ଦେଖାଦେଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କଳାକାର ପର୍ଯ୍ୟନ୍ତ ସମସ୍ତେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏମିତିରେ ଜାଣେ କଳାକାର ଏବେ ବେରୋଜଗାର ଯୋଗୁ ଡିପ୍ରେଶନରେ ଥିବା ବେଳେ ମାଗିବୁଲୁଛନ୍ତି କାମ। ସେ ହେଲେ ‘ବନ୍ଦିନୀ’, ‘ସିଦ୍ଧି ବିନାୟକ’, ‘କିତ୍‌ନୀ ମହବତ୍‌’ ପରି ଧାରାବାହିକରେ କାମ କରିସାରିଥିବା ଅଭିନେତା ଶାର୍ଦ୍ଦୁଳ ପଣ୍ଡିତ। ଗତ ୮ ମାସ ହେଲା ଶାର୍ଦ୍ଦୁଳ ବେରୋଗାର ଅଛନ୍ତି। ନିଜେ ଶାର୍ଦ୍ଦୁଳ ସୋସିଆଲ ମିଡିଆରେ ଶେୟାରକରି ଏହା ଜଣାଇଛନ୍ତି। ଆର୍ଥିକ ସ୍ଥିତି ଯୋଗୁ ସେ ଡିପ୍ରେଶନର ଶିକାର ହୋଇଥିବା ମଧ୍ୟ କହିଛନ୍ତି। ଏଥିପାଇଁ ସେ ମୁମ୍ବାଇ ଛାଡି ନିଜ ଘରକୁ ଚାଲିଯିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ସେ କାମ ଖୋଜୁଥିବା ମଧ୍ୟ କହିଛନ୍ତି।


All Right Reserved By Dharitri.Com

ସୁଶାନ୍ତଙ୍କ ଇନ୍‌ଷ୍ଟାଗ୍ରାମରୁ ରିୟାଙ୍କ ଫଟୋ ଡିଲିଟ୍‌ ନେଇ ଖୋଳତାଡ଼

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାତ୍ର ୩୪ ବର୍ଷ ବୟସରେ ବାନ୍ଦ୍ରାସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆତ୍ମହତ୍ୟା ପରେ ବିଭିନ୍ନ ଆଡୁ...

ନୂଆବର୍ଷରେ କରିନାଙ୍କ ସହ ନଜର ଆସିବେ ଶାହାରୁଖ

ମୁମ୍ବାଇ: ବଲିଉଡର କିଙ୍ଗ ଖାନ୍‌ ଶାହାରୁଖଙ୍କ ଲେଉଟାଣିକୁ ଦର୍ଶକେ ବେଶ୍‌ ଆଗ୍ରହର ସହ ଅପେକ୍ଷା ରଖିଛନ୍ତି। ନିକଟରେ ଶୁଣିବାକୁ ମିଳିଥିଲା ଶାହାରୁଖ କରନ ଜୋହରଙ୍କ ଫିଲ୍ମରେ...

ରିଲିଜ୍‌ ହେଲା ସଞ୍ଜୟଙ୍କ କେ.ଜି.ଏଫ୍‌-୨ର ଫାଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ୬୦ତମ ଜନ୍ମଦିନ ଅବସରରେ ତାଙ୍କର ପ୍ରଶଂସକଙ୍କୁ ବଡ଼ ଉପହାର ମିଳିଛି। ସାଉଥ୍‌ର ସୁପରହିଟ ଫିଲ୍ମ ‘କେ.ଜି.ଏଫ୍‌ର ଦ୍ୱିତୀୟ ଭାଗ...

ସୁଶାନ୍ତଙ୍କ ହାତଲେଖାକୁ ନେଇ କରାଯାଉଛି ବିଶ୍ଳେଷଣ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନାନା ଚର୍ଚ୍ଚା ହେଉଛି। ସହଜରେ ତାଙ୍କ ମୃତ୍ୟୁକୁ ପ୍ରଶଂସକମାନେ ଗ୍ରହଣ କରିପାରୁନାହାନ୍ତି। ସମସ୍ତେ ଜାଣିବାକୁ...

ରାସ୍ତାରେ ଜୋତା ପଲିଶ୍‌ କରୁଥିବା ସନି ଏବେ ଇଣ୍ଡିଆନ ଆଇଡଲ୍‌-୧୧ର ବିଜେତା

ମୁମ୍ବାଇ: ଦିନ ଥିଲା ରାସ୍ତାକଡ଼ରେ ବସି ଏହି ଯୁବକ ଜୋତା ପଲିଶ୍‌ କରୁଥିଲେ। ହେଲେ ଆଜି ସେ ଇଣ୍ଡିଆନ ଆଇଡଲ ସିଜିନ-୧୧ର ବିଜେତା। ସେ ଆଉ...

ପ୍ରେଗ୍ନେଣ୍ଟ ଅଛି ବୋଲି କହି ଟ୍ରୋଲ୍‌ ହେଲେ ରାକ୍ଷୀ

ନୂଆଦିଲ୍ଲୀ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସୋସିଆଲ୍‌ ମିଡିଆରେ କିଛି ନା କିଛି କୌତୁକ କରି ସବୁବେଳେ ସମାଲୋଚିତ ହୁଅନ୍ତି। ଦର୍ଶକ କୁହନ୍ତି ମୋଷ୍ଟ୍‌...

ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍‌

ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍‌ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ...

ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *