୫ ଅତିଥିଙ୍କ ଉପସ୍ଥିତିରେ ବିବାହ କଲେ ଏହି କଳାକାର

ଛୋଟପରଦାର ସଫଳ କଳାକାର ମନୀଷ ରାୟସିଂଘମ ଏବଂ ସଂଗୀତା ଚୌହାନ ଜୁନ୍‌ ୩୦ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ଅନ୍ଧେରୀସ୍ଥିତ ଏକ ଗୁରୁଦ୍ୱାରରେ ମାସ୍କ ପିନ୍ଧି ସେମାନେ ବିବାହ କରିଛନ୍ତି। ତେବେ ଏହି ବିବାହରେ ଉଭୟଙ୍କ ପରିବାର ଲୋକେ ସାମିଲ ହୋଇ ନ ଥିଲେ। ବିବାହ କାର୍ଯ୍ୟକ୍ରମରେ କେବଳ ମାତ୍ର ୫ ଜଣ ଅତିଥି ଉପସ୍ଥିତ ରହିଥିଲେ। ବର-କନ୍ୟାଙ୍କ ସମେତ ମନୀଙ୍କ ଭଉଣୀ ଏବଂ ଭିଣୋଇ ଉପସ୍ଥିତ ଥିଲେ। ଏହି ବିବାହ ସମୟରେ କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲଗିଛି।


All Right Reserved By Dharitri.Com

ମୁହଁ ଖୋଲିଲେ ମୌନି

ମୁମ୍ବାଇ: ଟେଲିଭିଜନ ନାୟିକା ମୌନି ରାୟ ଦୁବଇର ଜଣେ ବ୍ୟାଙ୍କର ସୁରଜ ନାମ୍ବିୟାରଙ୍କୁ ଡେଟ୍‌ କରୁଛନ୍ତି ବୋଲି କିଛିଦିନ ହେବ ଆଲୋଚନା ହେଉଥିଲା। ଏମିତିକି ମୌନି...

୭୫% ଲିଭର ନଷ୍ଟ ସ୍ବୀକାର କଲେ ବିଗ୍‌ ବି

ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନଙ୍କର ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଥିବା ସେ ସ୍ବୀକାର କରିଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍‌ର ‘ସ୍ବାସ୍ଥ୍ୟ ଇଣ୍ଡିଆ ଲଞ୍ଚ୍‌’ରେ...

ଈଶାନଙ୍କ ପାଇଁ କରବାଚୌଥ ବ୍ରତ ରଖିଲେ ଜାହ୍ନବୀ

ନବରାତ୍ର ପୂଜା ପରେ ଏବେ ମହିଳାମାନେ କର୍‌ବାଚୌଥ ବ୍ରତ କରିବାକୁ ସଜବାଜ ହେଉଛନ୍ତି। ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହି ଉତ୍ସାହ ଦେଖିବାକୁ ମିଳୁଛି। ପୂଜା ପୂର୍ବରୁ...

‘ମିଶନ ମଙ୍ଗଲ’କୁ ମହାରାଷ୍ଟ୍ର ସରକାରଙ୍କ ଉପହାର

ମୁମ୍ବାଇ: ବଲିଉଡ୍‌ ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଛି ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’। ଏହା ଏବେ ୧୫୦ କୋଟି...

ମୃତ ମା’ଙ୍କ ନିକଟରେ ଖେଳୁଥିବା ଶିଶୁ ପାଇଁ ସହଯୋଗର ହାତ ବଢାଇଲେ ଶାହାରୁଖ

ମୁମ୍ବାଇ: କିଛିଦିନ ତଳେ ଶ୍ରମିକ ସ୍ପେଶାଲ ଟ୍ରେନରେ ଯାତ୍ରା କରିଥିବା ଜଣେ ପ୍ରବାସୀ ମହିଳା ଶ୍ରମିକଙ୍କର ବିହାର ମୁଜଫରପୁର ରେଲଓ୍ବେ ଷ୍ଟେଶନରେ ମୃତ୍ୟୁ ହୋଇଥିଲା। ଆଉ...

ବଲିଉଡ୍‌କୁ ଆଉ ଏକ ଝଟ୍‌କା: ପ୍ରାଣ ହରାଇଲେ ଫିଲ୍ମ ନିର୍ମାତା ହରିଶ ଶାହ

ବଲିଉଡ୍‌ ଇଣ୍ଡଷ୍ଟ୍ରି ପାଇଁ ୨୦୨୦ ଯେପରି ଅଶୁଭ ବର୍ଷ। ଜଣେ ପରେ ଜଣେ ବଲିଉଡ୍‌ କଳାକାର, ନିର୍ମାତା, ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟୁଛି। ବୁଧବାର ବଲିଉଡ୍‌କୁ ଆଉ...

ବାପା ପଡ଼ିଯିବା ଖବର ପାଇ ବି ଶୁଟିଂସେଟ୍‌ ଛାଡ଼ିପାରି ନ ଥିଲି

ସମ୍ବଲପୁରୀ ଆଲବମର ଜଣେ ଆଗଧାଡ଼ିର ଅଭିନେତା ଭାରତଗୌରବ ଦାଶ। ମାଆ ଗୀତାଞ୍ଜଳି ଓ ବାପା ଭିକାରିଚରଣ ଦାଶଙ୍କ ସୁଯୋଗ୍ୟ ସନ୍ତାନ ଭାରତଗୌରବ ପଶ୍ଚିମ ଓଡ଼ିଶା ସମେତ...

ମିଛରେ ନୁହେଁଁ; ସେଦିନ ସତରେ କାନ୍ଦିଥିଲି: ଦୀପକ ରଞ୍ଜନ ବୋଷ

କଳାକାରଟିଏ କେତେବେଳେ ହସି ଆମକୁ ହସାଏ ତ କେତେବେଳେ କାନ୍ଦି ଆମକୁ କନ୍ଦାଏ। ତେବେ ହସି ହସାଉଥିବା କଳାକାରଟି ଯେ ସତରେ ହସୁଥାଏ ତାହାର କିଛି...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *