ଆରମ୍ଭ ହେଲା ବିଧାନସଭା ଅଧିବେଶନ

ଭୁବନେଶ୍ବର,୨।୭(ବ୍ୟୁରୋ): ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦିବଙ୍ଗତ ପୂର୍ବତନ ବିଧାୟକ ସୁରେନ୍ଦ୍ର କଅଁରଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ଅନ୍ୟ ଦଳ ସମର୍ଥନ କରିଛନ୍ତି।
ଶନିବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ଏହି ଅଧିବେଶନ ଅଗଷ୍ଟ ୪ ତାରିଖ ଯାଏ ଚାଲିବ। ଚଳିତ ବର୍ଷର ମୌସୁମୀ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବା ସହ ଜୁଲାଇ ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ ଆଗତ କରିବେ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?