Posted inଜାତୀୟ

ବିଧାନସଭା ପରିଚାଳନା କରିବେ ୨୦୦ ସ୍କୁଲ ପିଲା

ଜୟପୁର,୧୨।୧୧: ନଭେମ୍ବର ୧୪ରେ ଶିଶୁ ଦିବସ ଅବସରରେ ଶିଶୁଙ୍କୁ ରାଜସ୍ଥାନ ସରକାରଙ୍କ ଭେଟି ଦେଇଛନ୍ତି । ଏନେଇ ରାଜ୍ୟର ବିଭିନ୍ନ ବିଦ୍ୟାଳୟର ୨୦୦ ପିଲାଙ୍କୁ ଚୟନ କରାଯାଇଛି। ଏହି ପିଲାମାନେ ବିଧାନସଭାର ସଦସ୍ୟ ହେବା ସହ ସ୍ବତନ୍ତ୍ର ଅଧିବେଶନରେ ଭାଗ ନେଇ ଗୃହକୁ ମଧ୍ୟ ପରିଚାଳନା କରିବେ । ରାଜ୍ୟ ବିଧାନସଭା କେମିତି ଚାଲୁଛି ସେ ସମ୍ପର୍କରେ ପିଲାମାନଙ୍କୁ ଅବଗତ କରାଇବା ପାଇଁ ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ସରକାର ଏକ ବିଧାନସଭା ଅଧିବେଶନ କରିବେ। ସେମାନଙ୍କୁ ଗୃହ ଚଳାଇବାକୁ ସୁଯୋଗ ଦିଆଯିବ। ତେବେ ଗୃହ ପରିଚାଳନା ସମୟରେ ବିଧାନସଭାରେ ଲୋକ ସଭା ବାଚସ୍ପତି ଓମ ବିର୍ଲା, ରାଜସ୍ଥାନ ବାଚସ୍ପତି ସିପି ଯୋଶୀ, ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳର ନେତା ଗୁଲାବ ଚାନ୍ଦ ପଟାରିଆ ଉପସ୍ଥିତ ରହିବେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କ କହିବା ଅନୁଯାୟୀ, ପିଲାମାନେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳର ନେତା, ବିଧାୟକ ତଥା ବିଧାନସଭା ବାଚସ୍ପତିଙ୍କ ସମେତ ବିଭିନ୍ନ ଭୂମିକାରେ ନଜର ଆସିବେ । ଏଥିପାଇଁ ଚୟନ ପ୍ରକିୟା ମଧ୍ୟ କରାଯିବ । ସେଠାରେ ଶୂନ୍ୟକାଳ ଓ ପ୍ରଶ୍ନକାଳ ରହିବ। ଏବଂ ସମସ୍ତ ପ୍ରଶ୍ନର ଉତ୍ତର ମଧ୍ୟ ପିଲାମାନେ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri