ସହକାରୀ ଯନ୍ତ୍ରୀଙ୍କ ୨୮ ପ୍ଲଟ୍‌, ୩ କୋଠା ଠାବ

ଢେଙ୍କାନାଳ ଅଫିସ,୧୨।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବ୍‌ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ମଙ୍ଗଳବାର ଚଢାଉ କରାଯାଇଥିଲା। ଏହି ଚଢାଉ ବେଳେ ଏଯାବତ୍‌ ସହକାରୀ ଯନ୍ତ୍ରୀଙ୍କ ବିପୁଳ ସମ୍ପତ୍ତି ଠାବ ହୋଇଛି। ତେବେ ଭିଜିଲାନ୍ସ ଠାବ କରିଥିବା ସମ୍ପତ୍ତି ମଧ୍ୟରେ ୨୮ଟି ପ୍ଲଟ୍‌, ୩ଟି କୋଠା ରହିଛି।

ଢ଼େଙ୍କାନାଳସ୍ଥିତ ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ ପ୍ଲାନିଂ ସ୍ଥିତ ଘର,ଦକ୍ଷିଣକାଳୀ ସ୍ଥିତ ଶ୍ୱଶୁର ଘର ଓ ମଙ୍ଗଳପୁର ସ୍ଥିତ ଫାର୍ମ ହାଉସରେ ଭିଜିଲାନ୍ସ ଟିମ ଚଢାଉ କରିଥିଲେ। ଏହା ସହିତ ନିମାପଡ଼ା ଓ ଭୁବନେଶ୍ୱରରେ ମଧ୍ୟ ଚଢାଉ ଚାଲିଥିଲା। ଏହି ଚଢାଉରେ ୫ଜଣ ଡିଏସ୍‌ପି ଓ ୧୨ଜଣ ଇନ୍ସପେକ୍ଟର ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri